Masthead

ଆଜି ମହାପ୍ରଭୁଙ୍କ ମେଣ୍ଢା ପୋଡି ନୀତି

ପୁରୀ (ବଡ଼ ଖବର ବ୍ୟୁରୋ): ଶ୍ରୀମନ୍ଦିରରେ ଦୋଳପୂର୍ଣ୍ଣିମା ପୂର୍ବଦିନ ଅର୍ଥାତ୍ ଆଜି ସଂଧ୍ୟାରେ ମହାପ୍ରଭୁଙ୍କ ମେଣ୍ଡାପୋଡି ନୀତି ଅନୁଷ୍ଠିତ ହେବ । ଶ୍ରୀମନ୍ଦିରରେ ମଧ୍ୟାହ୍ନଧୂପ ସରିବା ପରେ ଆଜ୍ଞାମାଳ ପାଇ ମହାପ୍ରଭୁଙ୍କ ଚଳନ୍ତି ପ୍ରତିମା ଦୋଳଗୋବିନ୍ଦ, ଶ୍ରୀଦେବୀ, ଭୂଦେବୀ ଦୋଳବେଦୀକୁ ବିଜେ କରିବେ ।

ସେଠାରେ ଗଜପତିଙ୍କ ପ୍ରତିନିଧି ମୁଦିରସ୍ତଙ୍କ ଉପସ୍ଥିତିରେ ସ୍ୱତନ୍ତ୍ର ପୂଜାର୍ଚ୍ଚନା, ହୋମ, ଦେବନୀତି, ବନ୍ଦାପନା ପରେ ଭୋଗ ହେବ । ମାରୱାଡି ସଂପ୍ରଦାୟର ମହିଳାଙ୍କ ଦ୍ୱାରା ପୂର୍ବରୁ ସଂଗୃହିତ ଘଷିରେ ଅଗ୍ନି ସଂଯୋଗ କରଯିବ । ହୋଲିକା ରାକ୍ଷାସୀକୁ ଦହନର ପ୍ରତିଫଳନ ସ୍ୱରୁପ ଏହି ମେଣ୍ଡାପୋଡି ନୀତି ଅନୁଷ୍ଠିତ ହୋଇଥାଏ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ଅସଲ ରୂପ ଦେଖାଇଲେଣି ସୁଜାତା, ସାବଧାନ ନେତା 🔴 ଓଡ଼ିଶାର ୭୧ ସରକାରୀ ହାଇସ୍କୁଲରେ ଆରମ୍ଭ ହେବ +୨ ପାଠପଢା 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ଅସଲ ରୂପ ଦେଖାଇଲେଣି ସୁଜାତା, ସାବଧାନ ନେତା 🔴 ଓଡ଼ିଶାର ୭୧ ସରକାରୀ ହାଇସ୍କୁଲରେ ଆରମ୍ଭ ହେବ +୨ ପାଠପଢା