Masthead

ପୁଅ ପାଇଁ ମାଆର ମାନସିକ

ମୁମ୍ବାଇ (ବଡ଼ ଖବର ବ୍ୟୁରୋ): ଡ୍ରଗ୍ସ ମାମଲାରେ ଆର୍ୟନ ଖାନଙ୍କୁ ଗିରଫ କରାଯାଇଛି। ଆର୍ୟନ ଖାନଙ୍କୁ କାଲି ମିଳିଲାନି ଜାମିନ । ଗତକାଲିର ଜାମିନ ଆବେଦନ ଖାରଜ ପରେ ତାଙ୍କୁ ପୁଣି ଜେଲରେ ରଖାଯାଇଛି । ଆର୍ୟନ ଏବେ ୨୦ ତାରିଖ ଯାଏଁ ଆର୍ଥର ରୋଡ ଜେଲରେ ରହିବେ । ତାଙ୍କୁ ଉକ୍ତ ଜେଲରେ କଏଦୀ ନମ୍ବର ୯୫୬ ର ପରିଚୟ ଦିଆଯାଇଛି । ଏହା ତାଙ୍କ ଅଣ୍ଡରଟ୍ରାଏଲ ନମ୍ବର ।

ସେପଟେ ପୁଅ ଆର୍ୟନଙ୍କ ଶୁଭ ମନାସୀ ନବରାତ୍ରୀ ଉପଲକ୍ଷେ ମା’ ଗୌରୀ ପୁଅ ମୁକୁଳି ଆସିବା ଲାଗି ମାନସିକ ରଖିଛନ୍ତି। ରିପୋର୍ଟ ଅନୁଯାୟୀ, ଶାହରୁଖଙ୍କ ପରିବାରର ଜଣେ ବନ୍ଧୁ କହିଛନ୍ତି ଯେ ନବରାତ୍ରୀ ଆରମ୍ଭ ହେବା ପରେ ଗୌରୀ ଏକ ଶପଥ ନେଇଥିଲେ। ଏହି କାରଣରୁ ସେ ଚିନି ଏବଂ ମିଠା ଜିନିଷ ଖାଇବା ଛାଡି ଦେଇଛନ୍ତି। ଆର୍ୟ୍ୟନ ଖାନଙ୍କ ଓକିଲ ସତୀଶ ମାନସିନ୍ଦେ ଏବଂ ଅମିତ ଦେଶାଇ ତାଙ୍କ ଜାମିନ ପାଇଁ କଠିନ ପରିଶ୍ରମ କରୁଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି