Masthead

ଓଡ଼ିଶାରେ ଗଡ଼ିବ ମେଟ୍ରୋ ଟ୍ରେନ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଟ୍ୱିନ ସିଟିରେ ଗଡ଼ିବ ମେଟ୍ରୋ ଟ୍ରେନ । ମେଟ୍ରୋ ଟ୍ରେନ୍‌ ପ୍ରସ୍ତାବକୁ ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ । ବାଣିଜ୍ୟ ପରିବହନ ବିଭାଗ ଓ ନଗର ଉନ୍ନୟନ ବିଭାଗ ଏ ନେଇ ଟ୍ୱିଟ କରିଛନ୍ତି। ଭୁବନେଶ୍ୱର ଏୟାରପୋର୍ଟ ଠୁ କଟକ ନେତାଜୀ ବ୍ରିଜ(ତ୍ରିଶୁଳିଆ) ପର୍ଯ୍ୟନ୍ତ ଏହା ଗଡିବ । ଏହା ଭୁବନେଶ୍ୱର ରେଳ ଷ୍ଟେସନ , ବାଣୀବିହାର, ପଟିଆ, ନନ୍ଦନକାନନ ଦେଇ ଚଳାଚଳ କରିବ । ପ୍ରାଥମିକ ପର୍ଯ୍ୟାୟରେ ଭୁବନେଶ୍ୱର ବିମାନ ବନ୍ଦରରୁ ଆରମ୍ଭ କରି ତ୍ରିଶୁଳିଆ ପର୍ଯ୍ୟନ୍ତ ମେଟ୍ରୋ ଚାଲିବା ନେଇ ଯୋଜନା କରାଯାଉଛି ।

ବିମାନ ବନ୍ଦର, ରେଲୱେ ଷ୍ଟେସନ, ବାଣୀବିହାର, ଜୟଦେବ ବିହାର, ପଟିଆ, ନନ୍ଦନକାନନ ଏବଂ ତ୍ରିଶୁଳିଆରେ କରାଯାଇଛି ଏହି ରିଭ୍ୟୁ । ସମୀକ୍ଷା ବେଳେ ପରିବହନ ସଚିବ ଉଷା ପାଢୀ, ଗୃହ ଓ ନଗର ଉନ୍ନୟନ ବିଭାଗ ସଚିବ ଜି. ମାଥ୍ୟୁ ଭାଥନମ, ଆଇଟି ପ୍ରମୁଖ ସଚିବ ମନୋଜ ମିଶ୍ର ଓ ପୋଲିସ କମିଶନର ସୌମେନ୍ଦ୍ର ପ୍ରିୟଦର୍ଶୀ ସମୀକ୍ଷା ଉପସ୍ଥିତ ଥିଲେ । କେଉଁ କେଉଁ ରୁଟ୍ ଦେଇ ମେଟ୍ରୋ ଟ୍ରେନ୍ ଯିବ, ତାର ସମୀକ୍ଷା କରାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ