ଓଡ଼ିଶାରେ ଗଡ଼ିବ ମେଟ୍ରୋ ଟ୍ରେନ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଟ୍ୱିନ ସିଟିରେ ଗଡ଼ିବ ମେଟ୍ରୋ ଟ୍ରେନ । ମେଟ୍ରୋ ଟ୍ରେନ୍‌ ପ୍ରସ୍ତାବକୁ ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ । ବାଣିଜ୍ୟ ପରିବହନ ବିଭାଗ ଓ ନଗର ଉନ୍ନୟନ ବିଭାଗ ଏ ନେଇ ଟ୍ୱିଟ କରିଛନ୍ତି। ଭୁବନେଶ୍ୱର ଏୟାରପୋର୍ଟ ଠୁ କଟକ ନେତାଜୀ ବ୍ରିଜ(ତ୍ରିଶୁଳିଆ) ପର୍ଯ୍ୟନ୍ତ ଏହା ଗଡିବ । ଏହା ଭୁବନେଶ୍ୱର ରେଳ ଷ୍ଟେସନ , ବାଣୀବିହାର, ପଟିଆ, ନନ୍ଦନକାନନ ଦେଇ ଚଳାଚଳ କରିବ । ପ୍ରାଥମିକ ପର୍ଯ୍ୟାୟରେ ଭୁବନେଶ୍ୱର ବିମାନ ବନ୍ଦରରୁ ଆରମ୍ଭ କରି ତ୍ରିଶୁଳିଆ ପର୍ଯ୍ୟନ୍ତ ମେଟ୍ରୋ ଚାଲିବା ନେଇ ଯୋଜନା କରାଯାଉଛି ।

ବିମାନ ବନ୍ଦର, ରେଲୱେ ଷ୍ଟେସନ, ବାଣୀବିହାର, ଜୟଦେବ ବିହାର, ପଟିଆ, ନନ୍ଦନକାନନ ଏବଂ ତ୍ରିଶୁଳିଆରେ କରାଯାଇଛି ଏହି ରିଭ୍ୟୁ । ସମୀକ୍ଷା ବେଳେ ପରିବହନ ସଚିବ ଉଷା ପାଢୀ, ଗୃହ ଓ ନଗର ଉନ୍ନୟନ ବିଭାଗ ସଚିବ ଜି. ମାଥ୍ୟୁ ଭାଥନମ, ଆଇଟି ପ୍ରମୁଖ ସଚିବ ମନୋଜ ମିଶ୍ର ଓ ପୋଲିସ କମିଶନର ସୌମେନ୍ଦ୍ର ପ୍ରିୟଦର୍ଶୀ ସମୀକ୍ଷା ଉପସ୍ଥିତ ଥିଲେ । କେଉଁ କେଉଁ ରୁଟ୍ ଦେଇ ମେଟ୍ରୋ ଟ୍ରେନ୍ ଯିବ, ତାର ସମୀକ୍ଷା କରାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’