Masthead

ଜୁନ ମାସରୁ ଆରମ୍ଭ ହେବ ମେଟ୍ରୋ ଟ୍ରେନ କାମ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଜୁନ୍‌ରେ ହେବ ମେଟ୍ରୋ ଟ୍ରେନର ଶିଳାନ୍ୟାସ । ଭୁବନେଶ୍ୱର ମେଟ୍ରୋ ଟ୍ରେନ୍ ପାଇଁ ଜୁନ୍‌ରେ ଭିତ୍ତିପ୍ରସ୍ତର ସ୍ଥାପନ ହେବ । ଭିତ୍ତିପ୍ରସ୍ତର ସ୍ଥାପନ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଯାହାକୁ ନେଇ ପ୍ରେସସିମଟରେ ସୂଚନା ଦେଇଛନ୍ତି ନଗର ଉନ୍ନୟନ ସଚିବ ଜି. ମାଥିଭାଥନନ୍ । ମେଟ୍ରୋ ଟ୍ରେନ ପାଇଁ ସର୍ଭେ ସରି ଯାଇଛି ।

ଦିଲ୍ଲୀ ମେଟ୍ରୋ ରେଳ ନିଗମ ଏହାର ଡିପିଆର ପ୍ରସ୍ତୁତ କରୁଛି। ଏହା ଅନ୍ତିମ ପର୍ଯ୍ୟାୟରେ ପହଞ୍ଚିଛି । କେଉଁ ରୁଟରେ ଯିବ ମେଟ୍ରୋ ତାହା ଚିହ୍ନଟ ହୋଇଛି । ପ୍ରଥମ ପର୍ଯ୍ୟାୟରେ ଭୁବନେଶ୍ୱରରୁ କଟକ ମେଟ୍ରୋ ଟ୍ରେନ ଚାଲିବ । ପରବର୍ତ୍ତୀ ସମୟରେ ଜଟଣୀ, ପୁରୀକୁ ମେଟ୍ରୋ ଟ୍ରେନ ଯିବା ପାଇଁ ଯୋଜନା କରାଯାଉଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଟି-୨୦ ବିଶ୍ୱକପ, ମୁହାଁମୁହିଁ ହେବେ ଭାରତ ଓ ଇଂଲଣ୍ଡ 🔴 ରାଜ୍ୟସଭା ପାଇଁ ଆଜି ନାମାଙ୍କନ 🔴 ଓଡ଼ିଶା ଆସୁଛନ୍ତି କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ 🔴 ମୋଜତାବା ଖାମେନି ଇରାନର ସର୍ବୋଚ୍ଚ ନେତା 🔴 ଇରାନ-ଆମେରିକା ମହାଯୁଦ୍ଧ, ମୃତ୍ୟୁ ସଂଖ୍ୟା ୧୦୦୦ ଅତିକ୍ରମ 🔴 ଦିଲ୍ଲୀପ ହେଲେ ପ୍ରାର୍ଥୀ, ନବୀନଙ୍କୁ ପଡିବ ମହଙ୍ଗା 🔴 ଆଜି ରଙ୍ଗର ପର୍ବ ହୋଲି 🔴 ଯୁଦ୍ଧରେ ଆୟାତୁଲ୍ଲା ଖାମେନେଇଙ୍କ ପତ୍ନୀଙ୍କ ମୃତ୍ୟୁ 🔴 ଆଜି ବର୍ଷର ପ୍ରଥମ ଚନ୍ଦ୍ରଗ୍ରହଣ 🔴 ରାଜ୍ୟସଭା ନିର୍ବାଚନ, ମୁଖ୍ୟମନ୍ତ୍ରୀ ଡାକିଲେ ବଡ଼ ବୈଠକ 🔴 ଟି-୨୦ ବିଶ୍ୱକପ, ମୁହାଁମୁହିଁ ହେବେ ଭାରତ ଓ ଇଂଲଣ୍ଡ 🔴 ରାଜ୍ୟସଭା ପାଇଁ ଆଜି ନାମାଙ୍କନ 🔴 ଓଡ଼ିଶା ଆସୁଛନ୍ତି କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ 🔴 ମୋଜତାବା ଖାମେନି ଇରାନର ସର୍ବୋଚ୍ଚ ନେତା 🔴 ଇରାନ-ଆମେରିକା ମହାଯୁଦ୍ଧ, ମୃତ୍ୟୁ ସଂଖ୍ୟା ୧୦୦୦ ଅତିକ୍ରମ 🔴 ଦିଲ୍ଲୀପ ହେଲେ ପ୍ରାର୍ଥୀ, ନବୀନଙ୍କୁ ପଡିବ ମହଙ୍ଗା 🔴 ଆଜି ରଙ୍ଗର ପର୍ବ ହୋଲି 🔴 ଯୁଦ୍ଧରେ ଆୟାତୁଲ୍ଲା ଖାମେନେଇଙ୍କ ପତ୍ନୀଙ୍କ ମୃତ୍ୟୁ 🔴 ଆଜି ବର୍ଷର ପ୍ରଥମ ଚନ୍ଦ୍ରଗ୍ରହଣ 🔴 ରାଜ୍ୟସଭା ନିର୍ବାଚନ, ମୁଖ୍ୟମନ୍ତ୍ରୀ ଡାକିଲେ ବଡ଼ ବୈଠକ