Masthead

ଓଡ଼ିଶାରେ ମୃଦୁ ଭୂମିକମ୍ପ

କନ୍ଧମାଳ(ବଡ଼ ଖବର): ଓଡ଼ିଶାରେ ମୃଦୁ ଭୂମିକମ୍ପ । କନ୍ଧମାଳ ଜିଲ୍ଲା ରାଇକିଆ, ଦାରିଙ୍ଗିବାଡି, ଜି. ଉଦୟଗିରି ସମେତ ଗଞ୍ଜାମ ଜିଲ୍ଲାର ଭଞ୍ଜନଗର ସହରରେ ମଧ୍ୟ ମୃଦୁ ଭୁମିକମ୍ପ ଅନୁଭୁତ ହୋଇଛି । ରିକ୍ଟର ସ୍କେଲରେ ଏହାର ତୀବ୍ରତା ୩.୨ଡେସିିବିଲ୍ ଥିଲା। ଆଜି ରାତି ୯.୪୫ ସମୟରେ ସ୍ୱଳ୍ପ ସମୟ ପାଇଁ ଏହି ଭୂମିକମ୍ପ ଅନୁଭୁତ ହୋଇଥିଲା । ଭୂମିକମ୍ପ ଅନୁଭୁତ ହେବା ପରେ ଲୋକେ ଭୟରେ ଘରୁ ବାହାରକୁ ଚାଲି ଆସିଥିଲେ । ତେବେ କୌଣଷି କ୍ଷୟକ୍ଷତି ହୋଇଥିବା ନେଇ ଏଯାଏଁ କିଛି ସୂଚନା ମିଳିନାହିଁ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି