Masthead

ପ୍ୟାକେଟ ପିଛା ୨ ଟଙ୍କା ବଢ଼ିଲା କ୍ଷୀର ଦାମ୍

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ପୁଣି ବଢ଼ିଲା ଓମଫେଡ୍ କ୍ଷୀର ଦର । ପ୍ୟାକେଟ ପିଛା ୨ ଟଙ୍କା ବୃଦ୍ଧି କରାଯାଇଛି । ଏନେଇ ଓମଫେଡ ପକ୍ଷରୁ ସୂଚନା ଦିଆଯାଇଛି । ଏପ୍ରିଲ ୧ରୁ ଲାଗୁ ହେବ ନୂଆ ମୂଲ୍ୟ । ଗୋଖାଦ୍ୟ, ଚାରା, ଔଷଧ, ଇନ୍ଧନ ଆଦିର ଦର ବୃଦ୍ଧିକୁ ଦୃଷ୍ଟିରେ ରଖି କ୍ଷୀର ମୂଲ୍ୟ ବୃଦ୍ଧି କରିବାକୁ ନିଷ୍ପତ୍ତି ନିଆଯାଇଛି ।

ନୂଆ ଦର ଲାଗୁ ହେବା ଫଳରେ ୫୦୦ ଏମଏଲ ଟୋନଡ କ୍ଷୀର ମୂଲ୍ୟ ୨୧ ଟଙ୍କାରୁ ୨୩ ଟଙ୍କାକୁ ବୃଦ୍ଧି ପାଇଛି । ସେହିପରି ୫୦୦ ଏମଏଲ ପ୍ରିମିୟମ କ୍ଷୀର ଓ ଗୋଲ୍ଡ କ୍ଷୀରର ଦାମ ୨୪ ଟଙ୍କାରୁ ୨୬ ଟଙ୍କା ବୃଦ୍ଧି ପାଇଛି । ଚା ସ୍ପେଶାଲ କ୍ଷୀର ମୂଲ୍ୟ ୨୩ ଟଙ୍କାରୁ ୨୫ ଟଙ୍କାକୁ ବୃଦ୍ଧି ପାଇଛି । ଓମେଫେଡ କ୍ଷୀର ବିକ୍ରିର ୯୦ ପ୍ରତିଶତ ରାଶି କେବଳ ଦୁଗ୍ଧ କିଣିବା ପାଇଁ ବ୍ୟୟ କରାଯାଇଥାଏ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ