ପ୍ୟାକେଟ ପିଛା ୨ ଟଙ୍କା ବଢ଼ିଲା କ୍ଷୀର ଦାମ୍

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ପୁଣି ବଢ଼ିଲା ଓମଫେଡ୍ କ୍ଷୀର ଦର । ପ୍ୟାକେଟ ପିଛା ୨ ଟଙ୍କା ବୃଦ୍ଧି କରାଯାଇଛି । ଏନେଇ ଓମଫେଡ ପକ୍ଷରୁ ସୂଚନା ଦିଆଯାଇଛି । ଏପ୍ରିଲ ୧ରୁ ଲାଗୁ ହେବ ନୂଆ ମୂଲ୍ୟ । ଗୋଖାଦ୍ୟ, ଚାରା, ଔଷଧ, ଇନ୍ଧନ ଆଦିର ଦର ବୃଦ୍ଧିକୁ ଦୃଷ୍ଟିରେ ରଖି କ୍ଷୀର ମୂଲ୍ୟ ବୃଦ୍ଧି କରିବାକୁ ନିଷ୍ପତ୍ତି ନିଆଯାଇଛି ।

ନୂଆ ଦର ଲାଗୁ ହେବା ଫଳରେ ୫୦୦ ଏମଏଲ ଟୋନଡ କ୍ଷୀର ମୂଲ୍ୟ ୨୧ ଟଙ୍କାରୁ ୨୩ ଟଙ୍କାକୁ ବୃଦ୍ଧି ପାଇଛି । ସେହିପରି ୫୦୦ ଏମଏଲ ପ୍ରିମିୟମ କ୍ଷୀର ଓ ଗୋଲ୍ଡ କ୍ଷୀରର ଦାମ ୨୪ ଟଙ୍କାରୁ ୨୬ ଟଙ୍କା ବୃଦ୍ଧି ପାଇଛି । ଚା ସ୍ପେଶାଲ କ୍ଷୀର ମୂଲ୍ୟ ୨୩ ଟଙ୍କାରୁ ୨୫ ଟଙ୍କାକୁ ବୃଦ୍ଧି ପାଇଛି । ଓମେଫେଡ କ୍ଷୀର ବିକ୍ରିର ୯୦ ପ୍ରତିଶତ ରାଶି କେବଳ ଦୁଗ୍ଧ କିଣିବା ପାଇଁ ବ୍ୟୟ କରାଯାଇଥାଏ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ