Masthead

ଭିଜିଲାନ୍ସ ଜାଲରେ କୋଟିପତି ଡ୍ରାଇଭର

ଧର୍ମଗଡ଼(ବଡ଼ ଖବର ବ୍ୟୁରୋ): କଳାହାଣ୍ଡି ଜିଲ୍ଲା ଧର୍ମଗଡ଼ର ପୂର୍ବତନ ଇନ୍ଦ୍ରାବତି ପଷ୍ଠଳୂ ନିର୍ବାହୀ ଜନ୍ତ୍ରୀଙ୍କ ଡ଼୍ରାଇଭର ରମେଶଚନ୍ଦ୍ର ପଣ୍ଡାଙ୍କ ଘରେ ଚଢାଉ । ଆର୍ୟ ବର୍ହିଭୂତ ସମ୍ପତି ଠୁଳ ଅଭିଯୋଗରେ ଧର୍ମଗଡ଼ ସ୍ଥିତ ବାସଭବନ ଓ ତାଙ୍କ ଲଜ୍ ଓ ଦୀନବନ୍ଧୁ ଭବନରେ ଏକକାଳୀନ ଭାବେ ଚଢାଉ ଜାରି ରହିଛି । ମାଲକାନଗିରି ଡ଼ିଏସପି ସୁଶାନ୍ତ କୁମାର ବିଶ୍ୱାଳଙ୍କ ନେତୃତ୍ୱରେ ଭିଜିଲାନ୍ସର ୪ଟି ଟିମ ଏକାଳୀନ ଚଢାଉ ଜାରି ରହିଛି । ସୁନାଗହଣା, ଜମି କାଗଜପତ୍ର, ବୀମା କାଗଜପତ୍ର ଏବଂ ଏଟିଏମ ଆଦି ଜବତ କରାଯାଇଛି । ଏହି ଚଢାଉରେ ଭିଜିଲାନ୍ସ ବିଭାଗର ମାଲକାନଗିରି ଡ଼ିଏସପି ସୁଶାନ୍ତ କୁମାର ବିଶ୍ୱାଳ ଓ ନବରଙ୍ଗପୁର ଇନ୍ସପେକ୍ଟର କଳାବତି ବାଗଙ୍କ ନେତୃତ୍ୱରେ ଚଢାଉ ଜାରି ରହିଥିବାବେଳେ ସମ୍ପତ୍ତି ଆହୁରି ବଢିବ ବୋଲି ଆଶା କରାଯାଉଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଅଗଷ୍ଟ ୩ରୁ ପୁଣି ବର୍ଷା! 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ଅଗଷ୍ଟ ୩ରୁ ପୁଣି ବର୍ଷା! 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ