Masthead

ଗିରଫ ହେଲେ କୋଟିପତି ଯନ୍ତ୍ରୀ ପ୍ରଦୀପ ରଥ

କଟକ(ବଡ଼ ଖବର ବ୍ୟୁରୋ): କଟକ ସର୍କଲ ଓବିସିସି ଅତିରିକ୍ତ ମୁଖ୍ୟଯନ୍ତ୍ରୀଙ୍କୁ ବାନ୍ଧିଲା ଭିଜିଲାନ୍ସ । ଓବିସିସି ଅତିରିକ୍ତ ମୁଖ୍ୟଯନ୍ତ୍ରୀ ପ୍ରଦୀପ ରଥଙ୍କୁ ଗିରଫ କଲା ଭିଜିଲାନ୍ସ । ଆୟବହିର୍ଭୂତ ସମ୍ପତ୍ତି ଠୁଳ ମାମଲାରେ ଗିରଫ କଲା ଭିଜିଲାନ୍ସ । ଭୁବନେଶ୍ବର ଓ ଭଦ୍ରକରୁ ୩ ମହଲା କୋଠା ଠାବ ହୋଇଥିଲା । ଭୁବନେଶ୍ବର, କଟକ, ଖୋର୍ଦ୍ଧା, ଢେଙ୍କାନାଳ, ଭଦ୍ରକ, ଯାଜପୁରରେ ୪୫ ପ୍ଲଟ ମିଳିଥିଲା । ରେଡ ବେଳେ ଯନ୍ତ୍ରୀଙ୍କ ଠାରୁ ୧ କେଜି ସୁନା ସହ ୧.୬୨ କୋଟିର ଡିପୋଜିଟ ମିଳିଥିଲା । ଆଜି ପ୍ରଦୀପ ରଥଙ୍କୁ କରାଯିବ କୋର୍ଟ ଚାଲାଣ । କାଲି ୧୨ ସ୍ଥାନରେ ରେଡ୍ କରିଥିଲା ଭିଜିଲାନ୍ସ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା