Masthead

ଭିଜିଲାନ୍ସ ଜାଲରେ କୋଟିପତି ଦିଦି

ପୁରୀ(ବଡ଼ ଖବର ବ୍ୟୁରୋ): ଭିଜିଲାନ୍ସ ଜାଲରେ ଅଙ୍ଗନୱାଡ଼ି ଦିଦି । ଆୟ ବର୍ହିଭୁତ ସମ୍ପତି ଠୁଳ ଅଭିଯୋଗରେ ପୁରୀ ବାସେଳିସାହି ଅକ୍ଷୟଧାମ ଅଙ୍ଗନୱାଡ଼ି କେନ୍ଦ୍ରର ଦିଦି ସନ୍ଧ୍ୟାରାଣୀ ଭଟ୍ଟଙ୍କ ଘରେ ଭିଜିଲାନ୍ସ ଟିମ ଚଢଉ କରିଛି । ସନ୍ଧ୍ୟାରାଣୀଙ୍କ ପୈତୃକ ଘର ସହିତ ହାତୀଶାଳରେ ଥିବା ୪ ମହଲା ବିଲ୍ଡଂ, ବଙ୍ଗଳାହାଟରେ ଥିବା ଅଟାମିଲ, ଡ଼େଲାଙ୍ଗ ହାଟସାହିରେ ଥିବା ଶଶୁର ଘର, ତାଙ୍କ ସ୍ୱାମୀ ତଥା ସହକାରୀ ମତ୍ସ୍ୟ ଅଧିକାରୀଙ୍କ ଅଫିସ ପ୍ରଭୃତି ୭ଟି ସ୍ଥାନରେ ଭିଜିଲାନ୍ସ ପକ୍ଷରୁ ଏକକାଳୀନ ଚଢଉ କରାଯାଇଛି । ପିପିଲି ସ୍ଥିତ ହାଟସାହିରେ ଥିବା ସନ୍ଧ୍ୟାରାଣୀଙ୍କ ଏକ ଘରେ ଚଢଉ ହୋଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ