Masthead

ଭିଜିଲାନ୍ସ ଜାଲରେ କୋଟିପତି ଦିଦି

ପୁରୀ(ବଡ଼ ଖବର ବ୍ୟୁରୋ): ଭିଜିଲାନ୍ସ ଜାଲରେ ଅଙ୍ଗନୱାଡ଼ି ଦିଦି । ଆୟ ବର୍ହିଭୁତ ସମ୍ପତି ଠୁଳ ଅଭିଯୋଗରେ ପୁରୀ ବାସେଳିସାହି ଅକ୍ଷୟଧାମ ଅଙ୍ଗନୱାଡ଼ି କେନ୍ଦ୍ରର ଦିଦି ସନ୍ଧ୍ୟାରାଣୀ ଭଟ୍ଟଙ୍କ ଘରେ ଭିଜିଲାନ୍ସ ଟିମ ଚଢଉ କରିଛି । ସନ୍ଧ୍ୟାରାଣୀଙ୍କ ପୈତୃକ ଘର ସହିତ ହାତୀଶାଳରେ ଥିବା ୪ ମହଲା ବିଲ୍ଡଂ, ବଙ୍ଗଳାହାଟରେ ଥିବା ଅଟାମିଲ, ଡ଼େଲାଙ୍ଗ ହାଟସାହିରେ ଥିବା ଶଶୁର ଘର, ତାଙ୍କ ସ୍ୱାମୀ ତଥା ସହକାରୀ ମତ୍ସ୍ୟ ଅଧିକାରୀଙ୍କ ଅଫିସ ପ୍ରଭୃତି ୭ଟି ସ୍ଥାନରେ ଭିଜିଲାନ୍ସ ପକ୍ଷରୁ ଏକକାଳୀନ ଚଢଉ କରାଯାଇଛି । ପିପିଲି ସ୍ଥିତ ହାଟସାହିରେ ଥିବା ସନ୍ଧ୍ୟାରାଣୀଙ୍କ ଏକ ଘରେ ଚଢଉ ହୋଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର