Masthead

ଗୋଦାମରେ ନିଆଁ ଲାଗି ଲକ୍ଷାଧିକ ଟଙ୍କାର ସାମଗ୍ରୀ ଧ୍ୱଂସ

ସୋର(ବଡ଼ ଖବର ବ୍ୟୁରୋ): ବାଲେଶ୍ୱର ଜିଲ୍ଲା ସିମୁଳିଆ ଥାନା ଲକ୍ଷ୍ମୀ ମାର୍କେଟ ଗୋଦାମରେ ନିଆଁ ଲାଗି ଲକ୍ଷାଧିକ ଟଙ୍କାର ସାମଗ୍ରୀ ପୋଡି ପାଉଁଶ ହୋଇଯାଇଛି । ବିଜୟ ପାଣିଗ୍ରାହୀ ଏବଂ ନାରଣ ପତ୍ରୀଙ୍କ ଗୋଦାମରେ ନିଆଁ ଲାଗିବାର ଦେଖି ସ୍ଥାନୀୟ ଦେକାନୀମାନେ କିଛି ସାମଗ୍ରୀ ଉଦ୍ଧାର କରିିବାକୁ ଚେଷ୍ଟା କରିଥିଲେ । ମାତ୍ର ସେମାନେ ସଫଳ ହୋଇପାରି ନଥିଲେ । ସ୍ଥାନୀୟ ଲୋକେ ଅଡା ଓ ସୋର ଦମକଳ ବାହିନୀକୁ ଖବର ଦେଇଥିଲେ । ଅଗ୍ନିଶମ ବିଭାଗ ଅଧିକାରୀମାନେ ଘଟଣାସ୍ଥଳରେ ପହଁଚି ନିଆଁକୁ ଆୟତ୍ତ କରିଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି