Masthead

ଓଡ଼ଗାଁରେ ଖଣି ମାଫିଆଙ୍କ ରାଜ

ନୟାଗଡ଼ (ବଡ଼ ଖବର ବ୍ୟୁରୋ): ଓଡଗାଁରେ ଖଣି ମାଫିଆଙ୍କ ରାଜ । ପୁଆଣିଆଁ ଟାଙ୍ଗିରି ପାହାଡ଼ରେ ମନଇଚ୍ଛା ଚାଲିଛି ବେଆଇନ ବ୍ଲାଷ୍ଟିାଂ ଜଙ୍ଗଲ ଖାଉଛି ବେଆଇନ ପଥର ଖଣି । କ୍ରସର ଧୂଳି ଧୂଆଁରେ ଅସ୍ତବ୍ୟସ୍ତ ହେଇଗଲାଣି ଜନଜୀବନ । ପଥର ଗୁଣ୍ଡ ଯୋଗୁଁ ପରିବେଷ ପ୍ରଦୂଷଣ ବଢୁଥିବା ବେଳେ , ଲୋକେ ନିଶ୍ୱାସ ନେବାରେ ସମସ୍ୟା ହେଉଛି । ବେଆଇନ ପଥର ଖଣି କୁନେଇ ଅଞ୍ଚଳରେ ତୀବ୍ର ଅସନ୍ତୋଷ ଦେଖିବାକୁ ମିଳିଛି ।

ଅନବରତ ବ୍ଲାଷ୍ଟିରେ ମୃଦୁ ଭୂମିକମ୍ପ ଅନୁଭୂତ ଭଳି ସମସ୍ୟା ,ଓ ଘରଦ୍ୱାର ଭାଙ୍ଗିବା ସହ ଚାଷଜମି ନଷ୍ଟ ହେଉଥିବା ଅଭିଯୋଗ ହେଉଛି । ଜନବସତି ପାଖାରେ କିଭଳି ସରକାର ପଥର ଖଣି ଓ କ୍ରସର ଚଳାଇବାକୁ ଅନୁମତି ଦେଲେ ସେନେଇ ଅଞ୍ଚଳବାସୀ ପ୍ରଶ୍ନ କରିଛନ୍ତି । ଯାହାକୁ ନେଇ ନୟାଗଡ଼ ଜିଲ୍ଲା ପ୍ରଶାସନକୁ ଲିଖିତ ଅଭିଯୋଗ କରିଛନ୍ତି ଅଞ୍ଚଳବାସୀ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି