Masthead

‘ଅନାସ୍ଥା ଆଣିଲେ ସରକାର ଆହତ ହେବେନି ନିଜେ କ୍ଷତାକ୍ତ ହେବେ’

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): କଂଗ୍ରେସର ଅନାସ୍ଥା ଆହ୍ଵାନକୁ ଖୋଲା ଚ୍ୟାଲେଞ୍ଜ ଦେଇଛନ୍ତି ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ । ବିରୋଧୀ ଅନାସ୍ଥା ଆଣିଲେ ସରକାର ଆହତ ହେବେନି ନିଜେ କ୍ଷତାକ୍ତ ହେବେ । ବିରୋଧୀଙ୍କ ଅନାସ୍ଥା ପ୍ରସ୍ତାବ ସେମାନଙ୍କ ପାଇଁ ବୁମେରଂ ହେବ । ବିରୋଧୀଙ୍କ ଅଧିକାର ଅଛି ସେମାନେ ଅନାସ୍ଥା ଆଣି ପାରିବେ । କିନ୍ତୁ ଟିକେ ହୋମ ୱାର୍କ କରିକି ଆସନ୍ତୁ । ବିଜେଡି କଂଗ୍ରେସ ୪୦ ବର୍ଷର ହିସାବ ନେଇକି ଆସନ୍ତୁ ଆମେ ଗୋଟିଏ ବର୍ଷର ହିସାବ ଦେବୁ ।

ସେମାନେ ଲମ୍ବା ସମୟ ଧରି କଣ କରିଛନ୍ତି ଆମେ ବର୍ଷକରେ କଣ କରିଛୁ ବୋଲି କହିଛନ୍ତି ସୁରେଶ ପୂଜାରୀ । ଅନ୍ୟପଟେ ରାଜ୍ୟପାଳଙ୍କ ଭୂମିକା ବିଷୟରେରେ ମଧ୍ୟ ପ୍ରତିକ୍ରିୟା ଦେଇଛନ୍ତି । ସେ କହିଛନ୍ତି , ପ୍ରୋଟୋକାଲ ପରିଧି ବାହାରକୁ ଆସି ସାଧାରଣ ଲୋକଙ୍କ ସହ କଥା ହେଉଛନ୍ତି ରାଜ୍ୟପାଳ । କେବଳ ସରକାରୀ ଦଳ ନୁହେଁ ଆଗକୁ ବିରୋଧୀ ଦଳ ନେତା ଏବଂ ବିଧାୟକଙ୍କ ସହ ଆଲୋଚନା କରିବେ । ପୂର୍ବ ରାଜ୍ୟପାଳ ଗଣେଶୀ ଲାଲ ମଧ୍ୟ ଲୋକଙ୍କ ସହ ମିଶୁଥିଲେ ।

ଏବେର ରାଜ୍ୟପାଳ ଲୋକଙ୍କ ସହଯୋଡି ହେବା ଏବଂ ସମସ୍ୟା ସାମାଧାନ କ୍ଷେତ୍ରରେ ଉଦାହରଣ ସୃଷ୍ଟି କରିଛନ୍ତି । ସିଧାସଳଖ ମନ୍ତ୍ରୀ ଅଧିକାରୀଙ୍କ ସହ ସାକ୍ଷତ କରି ସମୀକ୍ଷା ଆଲୋଚନା କରୁଛନ୍ତି । ବିଧାୟକଙ୍କୁ ଡାକି ମଧ୍ୟ ନିର୍ବାଚନ ମଣ୍ଡଳୀ କଥା ଆଲୋଚନା କରୁଛନ୍ତି । କେବଳ କାଗଜ ପତ୍ର ନୁହେଁ ଗ୍ରାଉଣ୍ଡରେ କେମିତି ଲୋକଙ୍କ କାମ ହେବ ସେ ଦିଗରେ ରାଜ୍ୟପାଳ ଅଧିକ ଗୁରୁତ୍ୱ ଦେଉଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଣ୍ଡାମାନ ସାଗରରେ ପୁଣି ଏକ ଘୂର୍ଣ୍ଣିବଳୟ 🔴 ଭିଜିଲାନ୍ସ ଜାଲରେ ସହକାରୀ କାର୍ଯ୍ୟନିର୍ବାହୀ ଯନ୍ତ୍ରୀ 🔴 ଗର୍ଭବତୀ ମହିଳାଙ୍କୁ ଉଦ୍ଧାର କରିବାକୁ ଯାଇ ନଦୀରେ ଓଲଟିଲା ବୋଟ 🔴 ବୈତରଣୀରେ ପୁଣି ବନ୍ୟା, ବିପଦ ସଙ୍କେତ ଉପରେ ଜଳ ପ୍ରବାହ.. 🔴 ଏସୀୟ କ୍ରୀଡ଼ାରେ ଭାରତର ଆଉ ଏକ ଗୋଲ୍ଡ , କବାଡ଼ିରେ ଚମକିଲା ମହିଳା ଟିମ୍ 🔴 ବଢୁଛି ସୁବର୍ଣ୍ଣରେଖା ନଦୀର ଜଳସ୍ତର! 🔴 ପୁଣି ଏକ ଡଲଫିନର ମୃତଦେହ ଉଦ୍ଧାର, ଦୁଇ ଦିନରେ ମିଳିଲା ୨ଟି 🔴 କାଠ ମାଫିଆଙ୍କ କବ୍ଜାରେ କୁଳଡିହା ଅଭୟାରଣ୍ୟ,ସୁରକ୍ଷା ନେଇ ଉଠିଲା ପ୍ରଶ୍ନ 🔴 ସିକ୍କିମରେ ପ୍ରବଳ ବର୍ଷାକୁ ନେଇ ବଡ଼ ଭୂସ୍ଖଳନ, ଅନେକ ଘର କ୍ଷତିଗ୍ରସ୍ତ 🔴 ଦୁଇ ବରିଷ୍ଠ ଅଧିକାରୀ ନିଲମ୍ବିତ 🔴 ଆଣ୍ଡାମାନ ସାଗରରେ ପୁଣି ଏକ ଘୂର୍ଣ୍ଣିବଳୟ 🔴 ଭିଜିଲାନ୍ସ ଜାଲରେ ସହକାରୀ କାର୍ଯ୍ୟନିର୍ବାହୀ ଯନ୍ତ୍ରୀ 🔴 ଗର୍ଭବତୀ ମହିଳାଙ୍କୁ ଉଦ୍ଧାର କରିବାକୁ ଯାଇ ନଦୀରେ ଓଲଟିଲା ବୋଟ 🔴 ବୈତରଣୀରେ ପୁଣି ବନ୍ୟା, ବିପଦ ସଙ୍କେତ ଉପରେ ଜଳ ପ୍ରବାହ.. 🔴 ଏସୀୟ କ୍ରୀଡ଼ାରେ ଭାରତର ଆଉ ଏକ ଗୋଲ୍ଡ , କବାଡ଼ିରେ ଚମକିଲା ମହିଳା ଟିମ୍ 🔴 ବଢୁଛି ସୁବର୍ଣ୍ଣରେଖା ନଦୀର ଜଳସ୍ତର! 🔴 ପୁଣି ଏକ ଡଲଫିନର ମୃତଦେହ ଉଦ୍ଧାର, ଦୁଇ ଦିନରେ ମିଳିଲା ୨ଟି 🔴 କାଠ ମାଫିଆଙ୍କ କବ୍ଜାରେ କୁଳଡିହା ଅଭୟାରଣ୍ୟ,ସୁରକ୍ଷା ନେଇ ଉଠିଲା ପ୍ରଶ୍ନ 🔴 ସିକ୍କିମରେ ପ୍ରବଳ ବର୍ଷାକୁ ନେଇ ବଡ଼ ଭୂସ୍ଖଳନ, ଅନେକ ଘର କ୍ଷତିଗ୍ରସ୍ତ 🔴 ଦୁଇ ବରିଷ୍ଠ ଅଧିକାରୀ ନିଲମ୍ବିତ