Masthead

ମନ୍ତ୍ରୀ ଦିବ୍ୟଶଙ୍କରଙ୍କୁ ଅଣ୍ଡାମାଡ଼

ଜୁନାଗଡ଼(ବଡ଼ ଖବର ବ୍ୟୁରୋ): ମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ରଙ୍କ ଗାଡ଼ିକୁ ଅଣ୍ଡାମାଡ଼। କଳାହାଣ୍ଡି ଜୁନାଗଡ଼ରେ ମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ରଙ୍କୁ ଅଣ୍ଡାମାଡ଼ ।କଳାହାଣ୍ଡିlର ମିଶ୍ରଣ ପର୍ବରେ ଯୋଗଦେବାକୁ ଯାଉଥିଲେ ସାଙ୍ଗରେ ଥିଲେ ବିଜେଡିର ସାଂଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ। ତେବେ
ଜୁନାଗଡ଼ କଲେଜ ଛକରେ ନିକଟରେ ମନ୍ତ୍ରୀଙ୍କୁ ଅଣ୍ଡାମାଡ଼ କରିଛନ୍ତି ବିଜେପି  କର୍ମୀ। ଏହି ଘଟଣା ପରେ ଉଭୟ ବିଜେପି ଓ ବିଜେଡି କର୍ମୀ ଧସ୍ତାଧସ୍ତି ହୋଇଛନ୍ତି। ପୋଲିସ ଘଟଣା ସ୍ଥଳରେ ପହଞ୍ଚି ସ୍ଥିତିକୁ ନିୟନ୍ତ୍ରଣକୁ ଆଣିବାକୁ ପ୍ରୟାସ ଚଳାଇଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ