Masthead

ମନ୍ତ୍ରୀ ଦିବ୍ୟଶଙ୍କରଙ୍କୁ ଅଣ୍ଡାମାଡ଼

ଜୁନାଗଡ଼(ବଡ଼ ଖବର ବ୍ୟୁରୋ): ମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ରଙ୍କ ଗାଡ଼ିକୁ ଅଣ୍ଡାମାଡ଼। କଳାହାଣ୍ଡି ଜୁନାଗଡ଼ରେ ମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ରଙ୍କୁ ଅଣ୍ଡାମାଡ଼ ।କଳାହାଣ୍ଡିlର ମିଶ୍ରଣ ପର୍ବରେ ଯୋଗଦେବାକୁ ଯାଉଥିଲେ ସାଙ୍ଗରେ ଥିଲେ ବିଜେଡିର ସାଂଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ। ତେବେ
ଜୁନାଗଡ଼ କଲେଜ ଛକରେ ନିକଟରେ ମନ୍ତ୍ରୀଙ୍କୁ ଅଣ୍ଡାମାଡ଼ କରିଛନ୍ତି ବିଜେପି  କର୍ମୀ। ଏହି ଘଟଣା ପରେ ଉଭୟ ବିଜେପି ଓ ବିଜେଡି କର୍ମୀ ଧସ୍ତାଧସ୍ତି ହୋଇଛନ୍ତି। ପୋଲିସ ଘଟଣା ସ୍ଥଳରେ ପହଞ୍ଚି ସ୍ଥିତିକୁ ନିୟନ୍ତ୍ରଣକୁ ଆଣିବାକୁ ପ୍ରୟାସ ଚଳାଇଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ