Masthead

ସ୍କୁଲକୁ ଗଣଶିକ୍ଷା ମନ୍ତ୍ରୀଙ୍କ ଅଚାନକ ଗସ୍ତ

ରାଇଘର (ବଡ଼ ଖବର ବ୍ୟୁରୋ): ଗଣଶିକ୍ଷା ମନ୍ତ୍ରୀଙ୍କ ଅଚାନକ ଗସ୍ତ । ଉମରକୋଟ ସ୍ଥିତ ସରକାରୀ ପ୍ରାଥମିକ ବିଦ୍ୟାଳୟ ଡାଙ୍ଗରୀଗୁଡା ଏସି ସ୍କୁଲକୁ ଗସ୍ତ କରିଛନ୍ତି ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ । ମନ୍ତ୍ରୀ ପହଞ୍ଚି ସ୍ଥିତି ପରଖିବା ସହିତ ପିଲାଙ୍କୁ ପ୍ରଶ୍ନ ପଚାରିଥିଲେ । ସ୍କୁଲର ଅସୁବିଧା ବିଷୟରେ ପଚାରି ବୁଝିଥିଲେ ମନ୍ତ୍ରୀ। ନୂଆ ସରକାର ଗଠନ ହେବା ପରଠୁ ଆକ୍ଟିଭ ମୋଡରେ ଅଛନ୍ତି ମୋହନ ସରକାର । ସବୁ ବିଭାଗର ମନ୍ତ୍ରୀ କାର୍ଯ୍ୟର ତଦାରଖ କରୁଛନ୍ତି ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୨୪ ଯାଏ କାଳବୈଶାଖୀ, ଝଡ ବର୍ଷା ଆଲର୍ଟ 🔴 ଆଜି ମଧ୍ୟ ଗୃହରେ ହେବ ଅଚଳାବସ୍ଥା 🔴 ଆଜିଠୁ ମାଟ୍ରିକ ପରୀକ୍ଷା ଖାତା ମୂଲ୍ୟାୟନ 🔴 କାଳବୈଶାଖୀ ବର୍ଷା ନେଇ ୟେଲୋ ଆଲର୍ଟ 🔴 ଆଜି ବି ଗୃହରେ ଲାଗି ରହିବ ଅସ୍ଥିରତା 🔴 ‘ଏବେ ପାକିସ୍ତାନ ଉପରେ ପ୍ରତିଶୋଧ ନେବୁ’ 🔴 ପାକିସ୍ତାନର ଏୟାରଷ୍ଟ୍ରାଇକ୍, ୪୦୦ ମୃତ 🔴 ୨୦ ତାରିଖ ଯାଏଁ କାଳବୈଶାଖୀ ବର୍ଷା 🔴 SCB ଅଗ୍ନିକାଣ୍ଡ, ୧୫ ଦିନରେ ରିପୋର୍ଟ ଦେବାକୁ ନିର୍ଦ୍ଦେଶ 🔴 ଏସସିବି ଟ୍ରମା କେୟାରରେ ଅଗ୍ନିକାଣ୍ଡ, ୧୦ ମୃତ 🔴 ୨୪ ଯାଏ କାଳବୈଶାଖୀ, ଝଡ ବର୍ଷା ଆଲର୍ଟ 🔴 ଆଜି ମଧ୍ୟ ଗୃହରେ ହେବ ଅଚଳାବସ୍ଥା 🔴 ଆଜିଠୁ ମାଟ୍ରିକ ପରୀକ୍ଷା ଖାତା ମୂଲ୍ୟାୟନ 🔴 କାଳବୈଶାଖୀ ବର୍ଷା ନେଇ ୟେଲୋ ଆଲର୍ଟ 🔴 ଆଜି ବି ଗୃହରେ ଲାଗି ରହିବ ଅସ୍ଥିରତା 🔴 ‘ଏବେ ପାକିସ୍ତାନ ଉପରେ ପ୍ରତିଶୋଧ ନେବୁ’ 🔴 ପାକିସ୍ତାନର ଏୟାରଷ୍ଟ୍ରାଇକ୍, ୪୦୦ ମୃତ 🔴 ୨୦ ତାରିଖ ଯାଏଁ କାଳବୈଶାଖୀ ବର୍ଷା 🔴 SCB ଅଗ୍ନିକାଣ୍ଡ, ୧୫ ଦିନରେ ରିପୋର୍ଟ ଦେବାକୁ ନିର୍ଦ୍ଦେଶ 🔴 ଏସସିବି ଟ୍ରମା କେୟାରରେ ଅଗ୍ନିକାଣ୍ଡ, ୧୦ ମୃତ