Masthead

ମନ୍ତ୍ରୀ ପଦ୍ମିନୀ ଦିଆନଙ୍କ ଗାଡି ଦୁର୍ଘଟଣାଗ୍ରସ୍ତ

କୋରାପୁଟ (ବଡ଼ ଖବର ବ୍ୟୁରୋ): ବୟନ ଶିଳ୍ପ ମନ୍ତ୍ରୀ ପଦ୍ମିନୀ ଦିଆନଙ୍କ ଗାଡି ଦୁର୍ଘଟଣାଗ୍ରସ୍ତ ହୋଇଛି । ମନ୍ତ୍ରୀଙ୍କ ଗାଡି ସହ ଏକ ବାଇକ୍ ମୁହାଁମୁହିଁ ହୋଇଛି । ବୋରିଗୁମ୍ମା ବ୍ଲକ ପୂଜାରୀପୁଟ ଗାଁ ନିକଟରେ ଘଟିଛି ଏହି ଦୁର୍ଘଟଣା । ଏହି ଦୁର୍ଘଟଣାରେ ମନ୍ତ୍ରୀଙ୍କ ଡାଇଭର ସାମାନ୍ୟ ଆହତ ହୋଇଛନ୍ତି । କିନ୍ତୁ ବାଇକ୍ ଚାଳକଙ୍କ ବାମ ଗୋଡ଼ରେ ମାଡ ହୋଇଛି । ମନ୍ତ୍ରୀଙ୍କ ଗାଡିର ଡାହଣପଟ ସମ୍ମୁଖ ସାମାନ୍ୟ ଭାଙ୍ଗି ଯାଇଛି । ତେବେ ମନ୍ତ୍ରୀ ସୁରକ୍ଷିତ ଅଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’