Masthead

ମନ୍ତ୍ରୀ ପ୍ରତାପ ଜେନା ଅସୁସ୍ଥ

(ବଡ଼ ଖବର ବ୍ୟୁରୋ) ମନ୍ତ୍ରୀ ପ୍ରତାପ ଜେନା ଅସୁସ୍ଥ । କନ୍ଧମାଳ ଗସ୍ତରେ ଥିବା ମନ୍ତ୍ରୀ ପ୍ରତାପ ଜେନା ହଠାତ ଅସୁସ୍ଥ ହୋଇ ପଡିଛନ୍ତି । ବର୍ତ୍ତମାନ ଏକ ଡାକ୍ତରୀ ଦଳ ତାଙ୍କର ଚିକିତ୍ସା ଜାରି ରଖିଛନ୍ତି । ତାଙ୍କୁ ଜ୍ୱର ହେବା ସହିତ ସେ ନିଶ୍ୱାସ ନେବାରେ କଷ୍ଟ ଅନୁଭବ କରିଛନ୍ତି । ଏହା ସହ ତାଙ୍କର ନିମ୍ନ ରକ୍ତଚାପ ଥିବା ସୂଚନା ମିଳିଛି ।

ତେବେ ଭୁବନେଶ୍ୱରରୁ ଏକ ଏୟାର ଆମ୍ବିଲାନ୍ସ ଫୁଲବାଣୀ ଯାଉଛି । ତାଙ୍କୁ ସେଠାରୁ ଭୁବନେଶ୍ୱରକୁ ଏୟାର ଲିଫ୍ଟିଂ କରାଯିବ । ଏ ନେଇ ଫୁଲବାଣୀ ମୁଖ୍ୟ ଚିକିତ୍ସାଳୟ ଏଡିଏମଓ ଅଭୟ ପଟ୍ଟନାୟକ ସୂଚନା ଦେଇଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା 🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା