Masthead

ମନ୍ତ୍ରୀ ପ୍ରତାପ ଜେନା ଅସୁସ୍ଥ

(ବଡ଼ ଖବର ବ୍ୟୁରୋ) ମନ୍ତ୍ରୀ ପ୍ରତାପ ଜେନା ଅସୁସ୍ଥ । କନ୍ଧମାଳ ଗସ୍ତରେ ଥିବା ମନ୍ତ୍ରୀ ପ୍ରତାପ ଜେନା ହଠାତ ଅସୁସ୍ଥ ହୋଇ ପଡିଛନ୍ତି । ବର୍ତ୍ତମାନ ଏକ ଡାକ୍ତରୀ ଦଳ ତାଙ୍କର ଚିକିତ୍ସା ଜାରି ରଖିଛନ୍ତି । ତାଙ୍କୁ ଜ୍ୱର ହେବା ସହିତ ସେ ନିଶ୍ୱାସ ନେବାରେ କଷ୍ଟ ଅନୁଭବ କରିଛନ୍ତି । ଏହା ସହ ତାଙ୍କର ନିମ୍ନ ରକ୍ତଚାପ ଥିବା ସୂଚନା ମିଳିଛି ।

ତେବେ ଭୁବନେଶ୍ୱରରୁ ଏକ ଏୟାର ଆମ୍ବିଲାନ୍ସ ଫୁଲବାଣୀ ଯାଉଛି । ତାଙ୍କୁ ସେଠାରୁ ଭୁବନେଶ୍ୱରକୁ ଏୟାର ଲିଫ୍ଟିଂ କରାଯିବ । ଏ ନେଇ ଫୁଲବାଣୀ ମୁଖ୍ୟ ଚିକିତ୍ସାଳୟ ଏଡିଏମଓ ଅଭୟ ପଟ୍ଟନାୟକ ସୂଚନା ଦେଇଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ନେପାଳ ପ୍ରଳୟଙ୍କରୀ ବନ୍ୟା, ଗଲାଣି ୧୬୫ ଜୀବନ 🔴 ଆଜି ପବିତ୍ର ରାକ୍ଷୀ ପୂର୍ଣ୍ଣିମା 🔴 ସୁଦ୍ଧକ୍ରିୟା ପାଇଁ ଆସି ଭାସିଗଲେ 🔴 ମାଟି ତଳୁ ମାଓ ସାମଗ୍ରୀ ଜବତ 🔴 ‘ଶ୍ରୀଜଗନ୍ନାଥଙ୍କୁ ବିକୃତ ପ୍ରଦର୍ଶନ ଶାସ୍ତ୍ର ବିରୋଧୀ’ 🔴 ମେଡିକାଲରୁ ଫେରାର ମାରିଲା ଅଭିଯୁକ୍ତ 🔴 ୨୪ ଘଣ୍ଟା ଭିତରେ ବର୍ଷା ସମ୍ଭାବନା 🔴 ସେପ୍ଟେମ୍ବର ୨୨ରୁ ମୌସୁମୀ ଅଧିବେଶନ 🔴 ପାହାଳ ମିଠା ଦୋକାନରେ ବଡ଼ ଧରଣର ରେଡ୍!,ଚାଲିଛି ଜୋରଦାର ଯାଞ୍ଚ 🔴 ପାକିସ୍ତାନ ସୀମା ନିକଟରେ ଗର୍ଜିବ ଆମେରିକୀୟ F35 !, ‘ତରଙ୍ଗ ଶକ୍ତି ୨୦୨୬’ରେ ଦେଖାଇବ ଦମ୍ 🔴 ନେପାଳ ପ୍ରଳୟଙ୍କରୀ ବନ୍ୟା, ଗଲାଣି ୧୬୫ ଜୀବନ 🔴 ଆଜି ପବିତ୍ର ରାକ୍ଷୀ ପୂର୍ଣ୍ଣିମା 🔴 ସୁଦ୍ଧକ୍ରିୟା ପାଇଁ ଆସି ଭାସିଗଲେ 🔴 ମାଟି ତଳୁ ମାଓ ସାମଗ୍ରୀ ଜବତ 🔴 ‘ଶ୍ରୀଜଗନ୍ନାଥଙ୍କୁ ବିକୃତ ପ୍ରଦର୍ଶନ ଶାସ୍ତ୍ର ବିରୋଧୀ’ 🔴 ମେଡିକାଲରୁ ଫେରାର ମାରିଲା ଅଭିଯୁକ୍ତ 🔴 ୨୪ ଘଣ୍ଟା ଭିତରେ ବର୍ଷା ସମ୍ଭାବନା 🔴 ସେପ୍ଟେମ୍ବର ୨୨ରୁ ମୌସୁମୀ ଅଧିବେଶନ 🔴 ପାହାଳ ମିଠା ଦୋକାନରେ ବଡ଼ ଧରଣର ରେଡ୍!,ଚାଲିଛି ଜୋରଦାର ଯାଞ୍ଚ 🔴 ପାକିସ୍ତାନ ସୀମା ନିକଟରେ ଗର୍ଜିବ ଆମେରିକୀୟ F35 !, ‘ତରଙ୍ଗ ଶକ୍ତି ୨୦୨୬’ରେ ଦେଖାଇବ ଦମ୍