Masthead

ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ଖୋଲିଲେ ସମୀରଙ୍କ ଟିକେଟ କଟିବା ଗୁମର

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ):ସମୀରଙ୍କ କେଳେଙ୍କାରୀକୁ ଲୁଚାଇଛି ବିଜେଡି । ପୁରୀ ଜିଲ୍ଲା ପର୍ଯ୍ୟବେକ୍ଷକ ରଣେନ୍ଦ୍ର ପ୍ରତାପ ସ୍ୱାଇଁ ଖୋଲିଦେଲେ ସମୀର ଦାସଙ୍କ ଗୁମର । ସମୀରଙ୍କ ପାଇଁ ଯାଇଥାନ୍ତା କି ବିଜେଡି ସମ୍ମାନ । ଭାଇରାଲ ହେଉଥିବା ଭିଡିଓରେ ରାଜା ସ୍ୱାଇଁ କହୁଛନ୍ତି ଯେ ସମୀର ଦାସଙ୍କ ନାଁ ରେ ଯେଉଁଭଳି କାଗଜ ଦଳ ପାଖରେ ପହଁଚିଥିଲା । ଟିକେଟ ଦିଆଗଲା ପରେ ଯଦି ସେ କାଗଜ ବାହାରିଥାନ୍ତା ତେବେ ଦଳ ସମ୍ମାନ ହରେଇଥାନ୍ତା।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭତ୍ତା ହିତାଧିକାରୀଙ୍କୁ ମିଳିଲା ଆଶ୍ୱସ୍ତି 🔴 କ୍ରସ୍ ଭୋଟିଂ ଅଭିଯୋଗରେ ବିଜେଡିକୁ ଝଟକା 🔴 ଇସ୍ତଫା ଦେବେ ବ୍ରିଟେନ୍ ପିଏମ! 🔴 ବର୍ଷା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି 🔴 ଶ୍ରୀମନ୍ଦିରରୁ ଧରାପଡ଼ିଲା ଫେକ୍ ଆର୍ମି ଅଫିସର 🔴 ଚଳନ୍ତା ୧୦୮ ଆମ୍ବୁଲାନ୍ସରୁ ଖସିଗଲା ଚକର ନଟ୍ 🔴 ବାଲେଶ୍ୱର ଓ ମୟୂରଭଞ୍ଜରେ ଭାରି ବର୍ଷା ସମ୍ଭାବନା 🔴 ଲାଲ ଟୁକୁଟକୁ ସାଧବ ବୋହୂ 🔴 ପରଭାଣୀ ହନୁମାନ ମନ୍ଦିରରେ ଅଘଟଣ 🔴 ସିଏମଓରୁ ସିଏସଓ ଘାଣ୍ଟୁଛି ଏସଆଇଟି…ଆଗକୁ ନବୀନ ନିବାସ ପାଳି 🔴 ଭତ୍ତା ହିତାଧିକାରୀଙ୍କୁ ମିଳିଲା ଆଶ୍ୱସ୍ତି 🔴 କ୍ରସ୍ ଭୋଟିଂ ଅଭିଯୋଗରେ ବିଜେଡିକୁ ଝଟକା 🔴 ଇସ୍ତଫା ଦେବେ ବ୍ରିଟେନ୍ ପିଏମ! 🔴 ବର୍ଷା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି 🔴 ଶ୍ରୀମନ୍ଦିରରୁ ଧରାପଡ଼ିଲା ଫେକ୍ ଆର୍ମି ଅଫିସର 🔴 ଚଳନ୍ତା ୧୦୮ ଆମ୍ବୁଲାନ୍ସରୁ ଖସିଗଲା ଚକର ନଟ୍ 🔴 ବାଲେଶ୍ୱର ଓ ମୟୂରଭଞ୍ଜରେ ଭାରି ବର୍ଷା ସମ୍ଭାବନା 🔴 ଲାଲ ଟୁକୁଟକୁ ସାଧବ ବୋହୂ 🔴 ପରଭାଣୀ ହନୁମାନ ମନ୍ଦିରରେ ଅଘଟଣ 🔴 ସିଏମଓରୁ ସିଏସଓ ଘାଣ୍ଟୁଛି ଏସଆଇଟି…ଆଗକୁ ନବୀନ ନିବାସ ପାଳି