Masthead

ଆଜିଠାରୁ ଅଯୋଧ୍ୟାକୁ ୮ଟି ସ୍ଥାନରୁ ଚାଲିବ ବିମାନ ସେବା

ଅଯୋଧ୍ୟା(ବଡ଼ ଖବର ବ୍ୟୁରୋ): ଆଜିଠାରୁ ଅଯୋଧ୍ୟାକୁ ଚାଲିବ ବିମାନ। ଅଯୋଧ୍ୟାରେ ରାମ ମନ୍ଦିର ପ୍ରାଣ ପ୍ରତିଷ୍ଠା ପରେ ସାରା ଦେଶରୁ ଶ୍ରଦ୍ଧାଳୁଙ୍କ ଆଗମନ ଜାରି ରହିଛି । ତେବେ ଅଯୋଧ୍ୟାରେ ମନ୍ଦିର ପ୍ରତିଷ୍ଠା ପୂର୍ବରୁ ଅନ୍ତର୍ଜାତୀୟ ବିମାନ ବନ୍ଦର ମଧ୍ୟ ପ୍ରତିଷ୍ଠା ହୋଇସାରିଛି । ଏବେ ଏହି ବିମାନ ବନ୍ଦରରେ ଅଳ୍ପସଂଖ୍ୟକ ବିମାନ ରୁଟିନ ଉଡାଣ ସେବା ଯୋଗାଉଥିବା ବେଳେ ଏହିକ୍ରମରେ ଅଧିକ ବିମାନ ଯୋଡି ହେବାକୁ ଯାଉଛି ।

ଆଜିଠାରୁ ଅଯୋଧ୍ୟାକୁ ୮ଟି ସ୍ଥାନରୁ ଚାଲିବ ବିମାନ ସେବା । ନୂଆ ବିମାନ ସେବା ନେଇ ଘୋଷଣା କରିଛି ବେସାମରିକ ବିମାନ ଚଳାଚଳ ମନ୍ତ୍ରଣାଳୟ । ଦିଲ୍ଲୀ, ଚେନ୍ନାଇ, ଅହମଦାବାଦ୍, ରାଜସ୍ଥାନର ଜୟପୁର, ପାଟନା, ଦରଭଙ୍ଗା ମୁମ୍ବାଇ ଓ ବେଙ୍ଗାଲୁରୁରୁ ଯାତ୍ରୀଙ୍କ ଲାଗି ବିମାନ ସେବା ଆରମ୍ଭ ହେବ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା