Masthead

ଲକ୍ଷ୍ମୀସାଗର ନିକଟ ନାଳରୁ ଉଦ୍ଧାର ହେଲା ଭାସିଯାଇଥିବା ନାବାଳକ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଡ୍ରେନ୍‌ରେ ଭାସିଯାଇଥିବା ନାବାଳକ ଉଦ୍ଧାର । ଲକ୍ଷ୍ମୀସାଗର ନିକଟ ନାଳରୁ ଉଦ୍ଧାର କରାଯାଇଥିବା ସୂଚନା । ନାବାଳକକୁ ଉଦ୍ଧାର କରାଯାଇ କ୍ୟାପିଟାଲ ହସ୍ପିଟାଲ ନିଆଗଲା । ୟୁନିଟ-୩ ମସଜିଦ୍‌ କଲୋନୀ ପାଖ ଡ୍ରେନ୍‌ରେ ଭାସି ଯାଇଥିଲା । ପାଣିରେ ଭାସି ଯାଉଥିବା ବେଲୁନ୍‌ଟେ ଆଣିବାକୁ ଯାଇ ଭାସିଗଲା । ଭାସି ଯାଇଥିବା ୮ ବର୍ଷର ନାବାଳକକୁ ଉଦ୍ଧାର ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ