Masthead

ପ୍ରଶାସନିକ ସ୍ତରରେ ଛୋଟ ଅଦଳବଦଳ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ପ୍ରଶାସନିକ ସ୍ତରରେ ଛୋଟ ଅଦଳବଦଳ । ୟାମିନି ଷଡ଼ଙ୍ଗୀଙ୍କୁ ମିଳିଲା ଆଦର୍ଶ ବିଦ୍ୟାଳୟ ଦାୟିତ୍ୱ । ଆଦର୍ଶ ବିଦ୍ୟାଳୟ ସଂଗଠନର ପ୍ରକଳ୍ପ ନିଦେ୍ର୍ଦଶକ ହେଲେ ୟାମିନି । ସଂଗ୍ରାମ କେଶରୀ ମହାପାତ୍ରଙ୍କୁ ମିଳିଲା ଅତିରିକ୍ତ ସଚିବ, ଗଣଶିକ୍ଷା ଦାୟିତ୍ୱ ।

ସେହିଭଳି ବେଦଭୂଷଣଙ୍କୁ ସମ୍ବଲପୁର ମହାନଗର ନିଗମର କମିସନର କରାଯାଇଥିବା ବେଳେ ନୃସିଂହ ଚରଣ ସ୍ୱାଇଁଙ୍କୁ ବୌଦ୍ଧ ଜିଲ୍ଲାପାଳ ଦାୟିତ୍ୱ ଦିଆଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି