ଛାତ୍ରୀଙ୍କୁ ନିଆଁ ଲଗାଇ ଜାଳିଲେ ଦୁର୍ବୃତ୍ତ, ନିଆଯିବ କଡ଼ା କାର୍ଯ୍ୟାନୁଷ୍ଠାନ

ନିମାପଡ଼ା (ବଡ଼ ଖବର ବ୍ୟୁରୋ): ପୁରୀ ଜିଲ୍ଲା ନିମାପଡା ବଳଙ୍ଗା ବାଇଆବର ଅଞ୍ଚଳରର ଯୁକ୍ତ ୨ ଛାତ୍ରୀ ଙ୍କୁ ନିଆଁ ଲଗାଈଦେଲେ ୩ ଜଣ ଦୁବୃର୍ତ୍ତ । ଚାଲି ଚାଲି ସାଙ୍ଗ ଘରକୁ ଯାଉଥିବା ସମୟରେ ବାଟରେ ୩ ଜଣ ଯୁବକ ଛାତ୍ରୀଙ୍କୁ ନିଆଁ ଲଗାଇ ପୋଡ଼ିବାକୁ ଉଦ୍ୟମ । ନିଆଁ ଲଗାଇ ଫେରାର ହୋିଯାଇଛନ୍ତି । ଗୁରୁତର ଅବସ୍ଥାରେ ନାବାଳିକା ପୀଡ଼ିତାଙ୍କୁ ଭୁବନେଶ୍ବର ଏମ୍ସ ସ୍ଥାନାନ୍ତର କରାଯାଇଛି । ଘଟଣାସ୍ଥଳରେ ବଳଙ୍ଗା ପୋଲିସର ଛାନ ଭିନ୍‌ ।

ସେପଟେ ଘଟଣାକୁ ନେଇ ତୀବ୍ର ଅସନ୍ତୋଷ ବ୍ୟକ୍ତ କରିଛନ୍ତି ପ୍ରଭାତୀ ପରିଡା । ଦୋଷୀଙ୍କ ବିରୁଦ୍ଧରେ ନିଆଯିବ କଡ଼ା କାର୍ଯ୍ୟାନୁଷ୍ଠାନ ବୋଲି ଉପମୁଖ୍ୟମନ୍ତ୍ରୀ କହିଛନ୍ତି ।ଦୋଷୀଙ୍କୁ ତୁରନ୍ତ ଗିରଫ କରିବାକୁ ପୁଲିସକୁ ନିର୍ଦ୍ଦେଶ ଦେଇଛନ୍ତି ପ୍ରଭାତୀ ପରିଡା । ଏମ୍ସରେ ନାବାଳିକାର ଚିକିତ୍ସା ଖର୍ଚ୍ଚ ବହନ କରିବେ ରାଜ୍ୟ ସରକାର ସୂଚନା ଦେଇଛନ୍ତି ପ୍ରଭାତୀ ପରିଡା । ତେବେ ଏମ୍ସ ଯାଇ ପୀଡ଼ିତାଙ୍କୁ ଭେଟିବେ ଉପମୁଖ୍ୟମନ୍ତ୍ରୀ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ହ୍ବାଏ ଆଇ ଷ୍ଟାଣ୍ଡ ଫର୍ ମିଟିଂ ପାଲଟିଲା ରଣକ୍ଷେତ୍ର 🔴 ସରିଲା ପ୍ରଚାର, ଆଜି ‘‘WHY I STAND FOR’ ମିଟିଂ 🔴 ଗ୍ୟାସ୍ ପାଇପ୍ ଲାଇନ୍ ଫାଟି ଅଗ୍ନିକାଣ୍ଡ 🔴 ସୁକମାରେ ବିପୁଳ ମାଓ ଡମ୍ପ ଜବତ 🔴 ବଙ୍ଗୋପସାଗରରେ ଲଘୁଚାପ ସମ୍ଭାବନା 🔴 ୧୩ରେ ଲଘୁଚାପ! 🔴 ଆଜି ଦିଲ୍ଲୀରେ ପୁଣି କଂଗ୍ରେସର ପ୍ରତିବାଦ 🔴 ନେପାଳରେ ପୁଣି ଭୟଙ୍କର ବନ୍ୟା, ଭାସିଗଲା ଅନେକ ଘର 🔴 ରୋଷେଇ ବେଳେ ଫାଟିଲା ଗ୍ୟାସ ଟାଙ୍କି, ଶିଶୁ କନ୍ୟାର ମୃତ୍ୟୁ 🔴 ଆଜି ପୁଣି ଜୋରଦାର ହୋଇପାରେ CJP ଆନ୍ଦୋଳନ 🔴 ହ୍ବାଏ ଆଇ ଷ୍ଟାଣ୍ଡ ଫର୍ ମିଟିଂ ପାଲଟିଲା ରଣକ୍ଷେତ୍ର 🔴 ସରିଲା ପ୍ରଚାର, ଆଜି ‘‘WHY I STAND FOR’ ମିଟିଂ 🔴 ଗ୍ୟାସ୍ ପାଇପ୍ ଲାଇନ୍ ଫାଟି ଅଗ୍ନିକାଣ୍ଡ 🔴 ସୁକମାରେ ବିପୁଳ ମାଓ ଡମ୍ପ ଜବତ 🔴 ବଙ୍ଗୋପସାଗରରେ ଲଘୁଚାପ ସମ୍ଭାବନା 🔴 ୧୩ରେ ଲଘୁଚାପ! 🔴 ଆଜି ଦିଲ୍ଲୀରେ ପୁଣି କଂଗ୍ରେସର ପ୍ରତିବାଦ 🔴 ନେପାଳରେ ପୁଣି ଭୟଙ୍କର ବନ୍ୟା, ଭାସିଗଲା ଅନେକ ଘର 🔴 ରୋଷେଇ ବେଳେ ଫାଟିଲା ଗ୍ୟାସ ଟାଙ୍କି, ଶିଶୁ କନ୍ୟାର ମୃତ୍ୟୁ 🔴 ଆଜି ପୁଣି ଜୋରଦାର ହୋଇପାରେ CJP ଆନ୍ଦୋଳନ