Masthead

ବିଜେପିର ମିଶ୍ରଣ ପର୍ବ

ଝୁମ୍ପୁରା (ବଡ଼ ଖବର ବ୍ୟୁରୋ): କେନ୍ଦୁଝର ଜିଲ୍ଲା ସଦର ନିର୍ବାଚନମଣ୍ଡଳୀ ଝୁମ୍ପୁରା ବ୍ଲକ କୁଟୁଗାଁରେ ବିଜେପିର ମିଶ୍ରଣ ପର୍ବ ଅନୁଷ୍ଠିତ ହୋଇଛି । ଏହି ମିଶ୍ରଣ ପର୍ବରେ କେନ୍ଦୁଝର ସଦର ବିଧାୟକ ମୋହନ ଚରଣ ମାଝି, ବିଜେପିର କେନ୍ଦୁଝର ସାଂସଦ ପ୍ରାର୍ଥୀ ଅନନ୍ତ ନାୟକ, ଜିଲ୍ଲା ବିଜେପି ସଭାପତି ଅଂଶୁମାନ ସବୁଜ ମହାନ୍ତ ବର୍ମା, ବିଜେପି ନେତ୍ରୀ କିରଣ ବାଳା ନାଏକ ଉପସ୍ଥିତ ଥିଲେ ।

ଏହି ମିଶ୍ରଣ ପର୍ବରେ ୭ ଶହରୁ ଅଧିକ ପୁରୁଷ ଓ ମହିଳା ବିଧିବଦ୍ଧ ଭାବେ ବିଜେପିରେ ସାମିଲ୍ ହୋଇଥିଲେ । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କର ନୀତି, ଆଦର୍ଶରେ ଅନୁପ୍ରାଣିତ ହୋଇ ଲୋକେ ବିଜେପିରେ ସାମିଲ୍ ହୋଇଥିବା କହିଛନ୍ତି ବିଧାୟକ ମୋହନ ଚରଣ ମାଝି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ