Before Header

ବିଜେପିର ମିଶ୍ରଣ ପର୍ବ

0 1,260

ଝୁମ୍ପୁରା (ବଡ଼ ଖବର ବ୍ୟୁରୋ): କେନ୍ଦୁଝର ଜିଲ୍ଲା ସଦର ନିର୍ବାଚନମଣ୍ଡଳୀ ଝୁମ୍ପୁରା ବ୍ଲକ କୁଟୁଗାଁରେ ବିଜେପିର ମିଶ୍ରଣ ପର୍ବ ଅନୁଷ୍ଠିତ ହୋଇଛି । ଏହି ମିଶ୍ରଣ ପର୍ବରେ କେନ୍ଦୁଝର ସଦର ବିଧାୟକ ମୋହନ ଚରଣ ମାଝି, ବିଜେପିର କେନ୍ଦୁଝର ସାଂସଦ ପ୍ରାର୍ଥୀ ଅନନ୍ତ ନାୟକ, ଜିଲ୍ଲା ବିଜେପି ସଭାପତି ଅଂଶୁମାନ ସବୁଜ ମହାନ୍ତ ବର୍ମା, ବିଜେପି ନେତ୍ରୀ କିରଣ ବାଳା ନାଏକ ଉପସ୍ଥିତ ଥିଲେ ।

ଏହି ମିଶ୍ରଣ ପର୍ବରେ ୭ ଶହରୁ ଅଧିକ ପୁରୁଷ ଓ ମହିଳା ବିଧିବଦ୍ଧ ଭାବେ ବିଜେପିରେ ସାମିଲ୍ ହୋଇଥିଲେ । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କର ନୀତି, ଆଦର୍ଶରେ ଅନୁପ୍ରାଣିତ ହୋଇ ଲୋକେ ବିଜେପିରେ ସାମିଲ୍ ହୋଇଥିବା କହିଛନ୍ତି ବିଧାୟକ ମୋହନ ଚରଣ ମାଝି ।

Leave A Reply

Your email address will not be published.