Masthead

ପୃଥ୍ୱୀ-୨ର ସଫଳ ପରୀକ୍ଷଣ

ବାଲେଶ୍ୱର (ବଡ଼ ଖବର ବ୍ୟୁରୋ): ପୃଥ୍ୱୀ-୨ କ୍ଷେପଣାସ୍ତ୍ରର ରାତ୍ରିକାଳୀନ ପରୀକ୍ଷ। ସଫଳ ହୋଇଛି । ବାଲେଶ୍ୱର ଚାନ୍ଦିପୁର ନଂ-୩ ଲଞ୍ଚପ୍ୟାଡରୁ ଏହାର ପରୀକ୍ଷଣ କରାଯାଇଛି । ଶୁକ୍ରବାର ସନ୍ଧ୍ୟା ସମୟରେ ଏହାର ପରୀକ୍ଷଣ କରାଯାଇଥିଲା । ପରୀକ୍ଷଣ ସଫଳ ହୋଇଥିବା ନେଇ ଡିଆରଡିଓ ପକ୍ଷରୁ ସୂଚନା ଦିଆଯାଇଛି । ଏହାର ଲକ୍ଷ୍ୟଭେଦ କ୍ଷମତା ୩୫୦ କିମି ରହିଥିବା ବେଳେ ଶତ୍ରୁଙ୍କୁ ଦମନ କରିବାରେ ବେଶ ସହାୟକ ହେବ ବୋଲି କୁହାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା