Masthead

ଶିକ୍ଷୟିତ୍ରୀ ନିଖୋଜ

କଳାହାଣ୍ଡି (ବଡ଼ ଖବର ବ୍ୟୁରୋ): ଶିକ୍ଷୟିତ୍ରୀ ନିଖୋଜ । କଳାହାଣ୍ଡି-କେଗାଁ ଥାନା ମହାଲିଙ୍ଗର ସନସାଇନ‏ ପବ୍ଲିକ ସ୍କୁଲର ଶିକ୍ଷୟିତ୍ରୀ ମମିତା ମେହେର ୮ତାରିଖରେ ସ୍କୁଲ ଯାଇଥିଲେ । ସେଦିନଠାରୁ ତାଙ୍କର ଖୋଜ ଖବର ମିଳୁନି । ପରିବାର ଲୋକେ ସିନ୍ଧେକେଲା ଥାନାରେ ନିଖୋଜ ଅଭିଯୋଗ କରିଛନ୍ତି । ବଲାଙ୍ଗିର ପୋଲିସ ଘଟଣାର ତଦନ୍ତ କରି ସ୍କୁଲ ର ସଭାପତି ଗୋବିନ୍ଦ ସାହୁଙ୍କୁ ଅଟକ ରଖି ତଦନ୍ତ ଜୋରଦାର କରିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ