Masthead

 ଖୁବଶୀଘ୍ର ଆରମ୍ଭ ହେବ ମିଶନ ଚନ୍ଦ୍ରୟାନ-୩, ଆଦିତ୍ୟ-ଏଲ-୧

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ): ଖୁବଶୀଘ୍ର ଆରମ୍ଭ ହେବ ମିଶନ ଚନ୍ଦ୍ରୟାନ-୩, ଆଦିତ୍ୟ-ଏଲ-୧ । ଇଣ୍ଡିଆନ୍ ସ୍ପେସ୍ ରିସର୍ଚ୍ଚ ଅର୍ଗାନାଇଜେସନର ଅଧ୍ୟକ୍ଷ ଏସ ସୋମନାଥ କହିଛନ୍ତି, ଚଳିତ ବର୍ଷ ମଧ୍ୟଭାଗରେ ଭାରତର ତୃତୀୟ ଚନ୍ଦ୍ର ମିଶନ ଚନ୍ଦ୍ରାୟନ-୩ ଏବଂ ପ୍ରଥମ ସୌର ମିଶନ ଆଦିତ୍ୟ ଏଲ-୧ ଆରମ୍ଭ ହୋଇପାରେ। ଫିଜିକାଲ ରିସର୍ଚ୍ଚ ଲାବୋରେଟୋରୀ ଦ୍ୱାରା ଆୟୋଜିତ ଚତୁର୍ଥ ଇଣ୍ଡିଆନ ପ୍ଲାନେଟାରୀ ସାଇନ୍ସ କନଫରେନ୍ସରେ ‘ ଇଣ୍ଡିଆନ କାପାବିଲିଟିଜ ଫର ସ୍ପେସ ଆଣ୍ଡ ପ୍ଲାନେଟାରୀ ଏକ୍ସପ୍ଲୋରେସନ‘ ପ୍ରସଙ୍ଗରେ କଥା ହେବାବେଳେ ଏସ ସୋମନାଥ ଏହି ସୂଚନା ଦେଇଛନ୍ତି। ସୋମନାଥ କହିଛନ୍ତି, ଚନ୍ଦ୍ରାୟନ-୩ ମିଶନ ପାଇଁ ପ୍ରସ୍ତୁତି ଚାଲିଛି। ଆଦିତ୍ୟ-ଏଲ୍‌-୧ ମିଶନ ଏକ ସ୍ବତନ୍ତ୍ର ମିଶନ ହେବ ଯାହା ସୂର୍ୟ୍ୟଙ୍କ କାର୍ୟ୍ୟକଳାପକୁ ବିଶ୍ଳେଷଣ କରିବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା