Masthead

 ଖୁବଶୀଘ୍ର ଆରମ୍ଭ ହେବ ମିଶନ ଚନ୍ଦ୍ରୟାନ-୩, ଆଦିତ୍ୟ-ଏଲ-୧

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ): ଖୁବଶୀଘ୍ର ଆରମ୍ଭ ହେବ ମିଶନ ଚନ୍ଦ୍ରୟାନ-୩, ଆଦିତ୍ୟ-ଏଲ-୧ । ଇଣ୍ଡିଆନ୍ ସ୍ପେସ୍ ରିସର୍ଚ୍ଚ ଅର୍ଗାନାଇଜେସନର ଅଧ୍ୟକ୍ଷ ଏସ ସୋମନାଥ କହିଛନ୍ତି, ଚଳିତ ବର୍ଷ ମଧ୍ୟଭାଗରେ ଭାରତର ତୃତୀୟ ଚନ୍ଦ୍ର ମିଶନ ଚନ୍ଦ୍ରାୟନ-୩ ଏବଂ ପ୍ରଥମ ସୌର ମିଶନ ଆଦିତ୍ୟ ଏଲ-୧ ଆରମ୍ଭ ହୋଇପାରେ। ଫିଜିକାଲ ରିସର୍ଚ୍ଚ ଲାବୋରେଟୋରୀ ଦ୍ୱାରା ଆୟୋଜିତ ଚତୁର୍ଥ ଇଣ୍ଡିଆନ ପ୍ଲାନେଟାରୀ ସାଇନ୍ସ କନଫରେନ୍ସରେ ‘ ଇଣ୍ଡିଆନ କାପାବିଲିଟିଜ ଫର ସ୍ପେସ ଆଣ୍ଡ ପ୍ଲାନେଟାରୀ ଏକ୍ସପ୍ଲୋରେସନ‘ ପ୍ରସଙ୍ଗରେ କଥା ହେବାବେଳେ ଏସ ସୋମନାଥ ଏହି ସୂଚନା ଦେଇଛନ୍ତି। ସୋମନାଥ କହିଛନ୍ତି, ଚନ୍ଦ୍ରାୟନ-୩ ମିଶନ ପାଇଁ ପ୍ରସ୍ତୁତି ଚାଲିଛି। ଆଦିତ୍ୟ-ଏଲ୍‌-୧ ମିଶନ ଏକ ସ୍ବତନ୍ତ୍ର ମିଶନ ହେବ ଯାହା ସୂର୍ୟ୍ୟଙ୍କ କାର୍ୟ୍ୟକଳାପକୁ ବିଶ୍ଳେଷଣ କରିବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’