Masthead

ଚଳନ୍ତା ଟ୍ରେନରେ ମହିଳାଙ୍କୁ ଦୁଷ୍କର୍ମ

ମୁମ୍ବାଇ(ବଡ଼ ଖବର ବ୍ୟୁରୋ): ଚଳନ୍ତା ଟ୍ରେନରେ ମହିଳାଙ୍କୁ ଦୁଷ୍କର୍ମ। ଲକ୍ଷ୍ନୌରୁ ମୁମ୍ବାଇ ଯାଉଥିବା ପୁଷ୍ପକ ଏକ୍ସପ୍ରେସରେ ଜଣେ ମହିଳା ଦୁଷ୍କର୍ମର ଶୀକାର ହୋଇଛନ୍ତି। ଶୁକ୍ରବାର ରାତି ପ୍ରାୟ ୮ଟାରେ ୮ ଜଣ ଲୁଟେରା ଇଗତପୁରୀ-କସାରା ଷ୍ଟେସନ ମଧ୍ୟରେ ଯାତ୍ରୀଙ୍କ ଠାରୁ ଲୁଟ୍ କରିଥିଲେ । ସ୍ଲିପର ବଗିରେ ଦୁବୃର୍ତ୍ତ ମାନେ ଚଢିବା ସହ ଲୁଟପାଟ୍ କରିଥିଲେ । ଏହି ସମୟରେ ସ୍ୱାମୀଙ୍କ ସହ ଯାତ୍ରା କରୁଥିବା ଜଣେ ୨୦ ବର୍ଷୀୟ ମହିଳାଙ୍କୁ ଗଣଦୁଷ୍କର୍ମ କରିଥିଲେ ।

କସାରାରେ ପହଞ୍ଚିବା ପରେ ଯାତ୍ରୀ ମାନେ ରେଳବାଇକୁ ସହାୟତା ମାଗିବା ପରେ ଜିଆରପି ସେମାନଙ୍କୁ ଗିରଫ କରିଛି । କଲ୍ୟାଣ ଥାନାରେ ଏନେଇ ମାମଲା ରୁଜୁ କରାଯିବା ପରେ ମୁମ୍ବାଇ ଜିଆରପି ଆଇପିସିର ଧାରା ୩୯୫,୩୯୭, ୩୭୬ (ଡି), ୩୫୪, ୩୫୪ (ବି) ଓ ଭାରତୀୟ ରେଲୱେ ଆକ୍ଟ ୩୭ ଏବଂ ୧୫୩ ଅଧିନରେ ମାମଲା ରେକର୍ଡ କରିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ