Masthead

ମେଣ୍ଟ ଚର୍ଚ୍ଚାକୁ ନେଇ ଅମିତ ଶାହଙ୍କ ବଡ଼ ବୟାନ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଓଡ଼ିଶାରେ ବିଜେଡି-ବିଜେପି ମେଣ୍ଟକୁ ନେଇ ସସପେନ୍ସ ଜାରି ରହିଛି । ବିଜେଡି-ବିଜେପି ସମ୍ଭାବ୍ୟ ମେଣ୍ଟ ଉପରେ ସମସ୍ତଙ୍କ ନଜର । ଓଡ଼ିଶାରେ ଭାରତୀୟ ଜନତା ପାର୍ଟି ଏବଂ ବିଜୁ ଜନତା ଦଳ ମଧ୍ୟରେ ମେଣ୍ଟ ଚର୍ଚ୍ଚା ମଧ୍ୟରେ ବଡ଼ ବୟାନ ଦେଇଛନ୍ତି ଅମିତ ଶାହ। ଜାତୀୟ ଗଣମାଧ୍ୟମ ଇଣ୍ଡିଆ ଟୁଡେ କନକ୍ଲେଭ ଏ ସଂପର୍କରେ ମତ ରଖିଛନ୍ତି ଅମିତ ଶାହ । କହିଛନ୍ତି, ମେଣ୍ଟ ସଂପର୍କରେ ସେ କୌଣସି କଥା କହି ପାରିବେ ନାହିଁ ।

ରାଷ୍ଟ୍ରୀୟ ଅଧ୍ୟକ୍ଷ ଓ ପ୍ରଧାନମନ୍ତ୍ରୀ ନିଷ୍ପତ୍ତି ନେଇ ନାହାନ୍ତି କି ଓଡ଼ିଶାରେ ବିଜେପି କେମିତି ଆଗକୁ ବଢିବ ତାହା ମଧ୍ୟ ନିଷ୍ପତ୍ତି ହୋଇନାହିଁ । ଓଡ଼ିଶାରେ ବିଜେଡି ସହ ସମ୍ଭାବ୍ୟ ମେଣ୍ଟ ସମ୍ପର୍କରେ ଅମିତ ଶାହ କହିଛନ୍ତି ଯେ ମୁଁ ବର୍ତ୍ତମାନ ଏହା ବିଷୟରେ କହିପାରିବି ନାହିଁ କାରଣ ବିଜେପି ସଭାପତି ଜେପି ନଡ୍ଡା ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସମେତ ଦଳର ନେତୃତ୍ୱ ଆମେ ସ୍ଥିର କରିନାହୁଁ। କିନ୍ତୁ ଫଳାଫଳ ଯାହା ହେଉନା କାହିଁକି, ମୁଁ ଆପଣଙ୍କୁ ନିଶ୍ଚିତ କରିପାରେ ଯେ ଆମେ ଉଭୟ ବିଧାନସଭା ଏବଂ ଓଡ଼ିଶାରେ ଲୋକସଭାରେ ଭାଜପାର ସ୍ଥିତିରେ ସୁଧାର ଆସିବ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି