Masthead

ବିଧାୟକ ଅନନ୍ତ ଦାସ ଅସୁସ୍ଥ, ମେଡିକାଲରେ ଭର୍ତ୍ତି

ଜଳେଶ୍ୱର(ବଡ଼ ଖବର ବ୍ୟୁରୋ): ବିଧାୟକ ଅନନ୍ତ ଦାସ ଅସୁସ୍ଥ । ଆମ ଓଡ଼ିଶା ନବୀନ ଓଡିଶା କାର୍ୟ୍ୟକ୍ରମ ଚାଲିଥିବା ବେଳେ ଅସୁସ୍ଥ ହୋଇପଡିଲେ ଭୋଗରାଇ ବିଧାୟକ ଅନନ୍ତ ଦାସ । ଭୋଗରାଇ ଜଳେଶ୍ୱରପୁର ସ୍କୁଲ ପୋଡ଼ିଆରେ କାର୍ୟ୍ୟକ୍ରମ ଚାଲିଥିଲା ।

ବାର୍ଦ୍ଧକ୍ୟ କାରଣରୁ ଅସୁସ୍ଥ ହୋଇପଡିଥିବା ସୂଚନା ମିଳିଛି। କାର୍ଯ୍ୟକ୍ରମ ଆରମ୍ଭ ହେବାର କିଛି ସମୟ ଅସୁସ୍ଥ ଅନୁଭବ କରିଥିଲେ ଅନନ୍ତ ଦାସ । ତାଙ୍କୁ ମେଡିକାଲରେ ଭର୍ତ୍ତି କରାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ‘୨୪ ଘଣ୍ଟାରେ ଉତ୍ତର ଦିଅ…ନହେଲେ କାର୍ଯ୍ୟାନୁଷ୍ଠାନ’ 🔴 ୩୧୨ କୋଟି ଟଙ୍କାର ପ୍ରକଳ୍ପର ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ 🔴 ମହାପ୍ରଭୁଙ୍କ ଛୁଆଁ ମହାସ୍ନାନ 🔴 କାଲୁଆ ପବନ କରିବ କଲବଲ 🔴 ଆଜି ବି ସରଗରମ ରହିବ ବିଧାନସଭା 🔴 ଶୀତରେ ଥରୁଛି ପୂରା ଓଡ଼ିଶା 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ‘୨୪ ଘଣ୍ଟାରେ ଉତ୍ତର ଦିଅ…ନହେଲେ କାର୍ଯ୍ୟାନୁଷ୍ଠାନ’ 🔴 ୩୧୨ କୋଟି ଟଙ୍କାର ପ୍ରକଳ୍ପର ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ 🔴 ମହାପ୍ରଭୁଙ୍କ ଛୁଆଁ ମହାସ୍ନାନ 🔴 କାଲୁଆ ପବନ କରିବ କଲବଲ 🔴 ଆଜି ବି ସରଗରମ ରହିବ ବିଧାନସଭା 🔴 ଶୀତରେ ଥରୁଛି ପୂରା ଓଡ଼ିଶା 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର