Masthead

ବନ୍ଧା ହେଲେ ପୂର୍ବତନ ବିଧାୟକ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ):   ବିଶାଖାପାଟଣା ପଶ୍ଚିମ ଜୋନର ପୂର୍ବତନ ବିଧାୟକ ତଥା ୱାଇଏସ୍ଆରସିପି ନେତା ମଲ୍ଲା ବିଜୟ ପ୍ରସାଦଙ୍କୁ ଓଡିଶା ପୋଲିସ ଗିରଫ କରିଛି । ୨୦୧୯ ଚିଟଫଣ୍ଟ ମାମଲାରେ ତାଙ୍କର ସମ୍ପୃକ୍ତି ଥିବା ଅଭିଯୋଗରେ ବିଶାଖାପାଟଣାରୁ ଇଓଡବ୍ଲୁ ତାଙ୍କୁ ଗିରଫ କରିଥିବା ନେଇ ସୂଚନା ମିଳିଛି । ସୂଚନା ଅନୁଯାୟୀ, ଗତ ସୋମବାର ତାଙ୍କୁ କ୍ରାଇମବ୍ରାଞ୍ଜ ଏ ନେଇ ଭାଇଜାକ୍ ସ୍ଥିତ ଏମଭି ପ୍ରସାଦଙ୍କ ଘରେ ରେଡ କରିଥିଲା । ଏହା ପରେ ୪୫ ଲକ୍ଷ ଟଙ୍କା ଜବତ ମଧ୍ୟ କରିଥିଲା ।

ତେବେ ତାଙ୍କ ଉପରେ ଓଡ଼ିଶା,ଆନ୍ଦ୍ର,ଛତିଶଗଡ ଆଦି ଅଞ୍ଚଳରୁ ଶହ ଶହ ହିତାଧିକାରୀଙ୍କ ଟଙ୍କା ଠକେଇ କରିଥିବା ଅଭିଯୋଗ ହୋଇଛି । ପୂର୍ବରୁ ଏହି କମ୍ପାନି ବିଭିନ୍ନ ଅଞ୍ଚଳରେ ନିଜ ଶାଖା ଖୋଲି ଲେକଙ୍କଠୁ ଟଙ୍କା ଆଦାୟ କରିଥିଲେ । ହେଲେ ପରିବର୍ତ୍ତୀ ସମୟରେ ଲୋକଙ୍କ ଟଙ୍କା ଫେରାଇ ନଥିଲେ । ଏହା ପରେ ସେମାନେ ଅଭିଯୋଗ କରିଥିଲେ । ତେବେ ଗତକାଲି ଓଡ଼ିଶା ସିଆଇଡି ଟିମ ତାଙ୍କୁ ବିଶାଖାପାଟଣା ସ୍ଥିତ ଘରେ ଚଢାଉ କରିଥିଲା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ