Masthead

ବିଧାୟକ ପ୍ରାର୍ଥୀ ପୂର୍ଣ୍ଣଚନ୍ଦ୍ର ମହାପାତ୍ରଙ୍କର ମାରାଥନ ପ୍ରଚାର

କଟକ (ବଡ଼ ଖବର ବ୍ୟୁରୋ) ନିର୍ବାଚନ ଦିନ ଯେତିକି ପାଖେଇ ଆସୁଛି ପ୍ରତ୍ୟକ୍ ଦଳ ନିଜ ପ୍ରାର୍ଥୀଙ୍କ ପାଇଁ ପ୍ରଚାର ମଧ୍ୟ ଜୋର୍ ଧରିଛି । ବିଜେଡି ଓ କଂଗ୍ରେସ ଦଳର ପ୍ରାର୍ଥୀ ଘୋଷଣା ହେବା ପରେ ପ୍ରାର୍ଥୀମାନେ ନିକ ଭୋଟରଙ୍କୁ ଆକୃଷ୍ଟ କରିବା ପାଇଁ ବିଭିନ୍ନ ରଣନୀତି ଆପଣେଇଛନ୍ତି । ବିଜେପି ଦଳର ବିଧାୟକ ପ୍ରାର୍ଥୀଙ୍କ ନାମ ଘୋଷଣା ହେବାରେ ବିଳମ୍ବ ହୋଇଥିଲେ ମଧ୍ୟ ନିଜ ପ୍ରାର୍ଥୀଙ୍କ ପାଇଁ ପ୍ରଚାରରେ ଦଳୀୟ କର୍ମୀମାନେ ପଛରେ ନାହାନ୍ତି ।

କଟକ ଜିଳ୍ଲା ବିଜେପି ଦଳର ହେଭିୱେଟ ନେତା ସମୀର ଦେ ଓ କଟକ ନଗର ସଭାପତି ଲଲାଟେନ୍ଦୁ ବଡୁ , ଯୁବନେତା ଦେବୁ ଘୋଷ ବିଜେପି ଦଳର କଟକ ବାରବାଟୀ ବିଧାୟକ ପ୍ରାର୍ଥୀ ଡାକ୍ତର ପୂର୍ଣ୍ଣଚନ୍ଦ୍ର ମହାପାତ୍ରଙ୍କ ପାଇଁ ପ୍ରଚାର ମଇଦାନକୁ ଓହ୍ଲାଇ ଛନ୍ତି । ନିଜ ନିର୍ବାଚନମଣ୍ଡଳିରେ ବାଇକ୍ ଶୋଭାଯାତ୍ରା କରିବା ସହିତ ବିଭିନ୍ନ ୱାର୍ଡରେ କର୍ମୀ ସମ୍ମିଳନୀ କରି ଭୋଟରମାନଙ୍କୁ ଆକୃଷ୍ଟ କରିବା ପାଇଁ ଓ ସମର୍ଥନ ପାଇବା ପାଇଁ ଚେଷ୍ଟା ଚଳାଇଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା