Masthead

ଆକ୍ସନ ମୋଡରେ ବିଧାୟକ ପବିତ୍ର ସାଉଁନ୍ତା

ଲକ୍ଷ୍ମୀପୁର (ବଡ଼ ଖବର ବ୍ୟୁରୋ): ଆକ୍ସନ ମୋଡରେ ବିଧାୟକ ପବିତ୍ର ସାଉଁନ୍ତା । ନିଜ ସମର୍ଥର୍କଙ୍କୁ ଧରି ଲକ୍ଷ୍ମୀପୁର ବିଦେଶୀ ମଦ ଦୋକାନକୁ ବନ୍ଦ କରି ଦେବା ସହ ତାଲା ପକାଇ ଦେଇଛନ୍ତି । ଏହି ସମୟରେ ସେଠାରେ କାର୍ଯ୍ୟ କରୁଥିବା କିଛି ବିହାରୀମାନେ ବିଧାୟକଙ୍କୁ ଦେଖି ପଳାଇଥିବା ଦେଖିବାକୁ ମିଳିଥିଲା ।

ସୂଚନା ମୁତାବକ ଗତ କିଛି ମାସ ତଳେ ଲକ୍ଷ୍ମୀପୁର ମଦ ଦୋକାନରେ ମ୍ୟାନେଜର ଥିବା ଆକେଲେସ୍ ସାହୁ ନକଲି ମଦ ପ୍ରସ୍ତୁତ କରି ରାୟଗଡ଼ା ନେଇ ଯାଉଥିବା ସମୟରେ ରାୟଗଡ଼ା ପୋଲିସ ଧରି ଆକେଲେସ୍ ସାହୁଙ୍କୁ ଜେଲ୍ ପଠାଇ ଦେଇଥିଲେ । ବର୍ତ୍ତମାନ ଆକେଲେସ୍ ଲକ୍ଷ୍ମୀପୁର ଠାରେ ମ୍ୟାନେଜର ଥାଇ ଏଠାରେ ନକଲି ମଦ ପ୍ରସ୍ତୁତ କରି ଗାଁ ଗଣ୍ଡାକୁ ସପ୍ଲାଇ କରୁଥିବା ବିଧାୟକ ଅଭିଯୋଗ କରିଛନ୍ତି । ତେଣୁ ତୁରନ୍ତ ମଦ ଦୋକାନ ବନ୍ଦ କରିବାକୁ ଦାବି କରି ବିଧାୟକ ଚାବି ପକାଇ ଦେଇଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ