Masthead

ଆକ୍ସନ ମୋଡରେ ବିଧାୟକ ପବିତ୍ର ସାଉଁନ୍ତା

ଲକ୍ଷ୍ମୀପୁର (ବଡ଼ ଖବର ବ୍ୟୁରୋ): ଆକ୍ସନ ମୋଡରେ ବିଧାୟକ ପବିତ୍ର ସାଉଁନ୍ତା । ନିଜ ସମର୍ଥର୍କଙ୍କୁ ଧରି ଲକ୍ଷ୍ମୀପୁର ବିଦେଶୀ ମଦ ଦୋକାନକୁ ବନ୍ଦ କରି ଦେବା ସହ ତାଲା ପକାଇ ଦେଇଛନ୍ତି । ଏହି ସମୟରେ ସେଠାରେ କାର୍ଯ୍ୟ କରୁଥିବା କିଛି ବିହାରୀମାନେ ବିଧାୟକଙ୍କୁ ଦେଖି ପଳାଇଥିବା ଦେଖିବାକୁ ମିଳିଥିଲା ।

ସୂଚନା ମୁତାବକ ଗତ କିଛି ମାସ ତଳେ ଲକ୍ଷ୍ମୀପୁର ମଦ ଦୋକାନରେ ମ୍ୟାନେଜର ଥିବା ଆକେଲେସ୍ ସାହୁ ନକଲି ମଦ ପ୍ରସ୍ତୁତ କରି ରାୟଗଡ଼ା ନେଇ ଯାଉଥିବା ସମୟରେ ରାୟଗଡ଼ା ପୋଲିସ ଧରି ଆକେଲେସ୍ ସାହୁଙ୍କୁ ଜେଲ୍ ପଠାଇ ଦେଇଥିଲେ । ବର୍ତ୍ତମାନ ଆକେଲେସ୍ ଲକ୍ଷ୍ମୀପୁର ଠାରେ ମ୍ୟାନେଜର ଥାଇ ଏଠାରେ ନକଲି ମଦ ପ୍ରସ୍ତୁତ କରି ଗାଁ ଗଣ୍ଡାକୁ ସପ୍ଲାଇ କରୁଥିବା ବିଧାୟକ ଅଭିଯୋଗ କରିଛନ୍ତି । ତେଣୁ ତୁରନ୍ତ ମଦ ଦୋକାନ ବନ୍ଦ କରିବାକୁ ଦାବି କରି ବିଧାୟକ ଚାବି ପକାଇ ଦେଇଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ