Masthead

ଏସସିବିରେ ଭର୍ତ୍ତି ହେଲେ ପ୍ରଶାନ୍ତ ଜଗଦ୍ଦେବ

ଖୋର୍ଦ୍ଧା(ବଡ଼ ଖବର ବ୍ୟୁରୋ): ଚିଲିକା ବିଧାୟକ ପ୍ରଶାନ୍ତ ଜଗଦ୍ଦେବ କଟକ ଏସସିବିରେ ଭର୍ତ୍ତି । ଖୋର୍ଦ୍ଧା ଜେଲ୍‌ରୁ ଅଣାଯାଇ ଏସସିବିରେ ଭର୍ତ୍ତି କରାଯାଇଥିବା ସୂଚନା । ଓକିଲଙ୍କ ଆବେଦନ ଆଧାରରେ ମେଡିକାଲରେ ଭର୍ତ୍ତି ହେଲେ । ଭୋର ୪ଟାରେ ଏସସିବିରେ ଭର୍ତ୍ତି ହୋଇଥିବା ଓକିଲଙ୍କ ସୂଚନା । ଜେଲରେ ଥିବା ବେଳେ ସେ ଅସୁସ୍ଥ ଅନୁଭବ କରିବାରୁ ତାଙ୍କୁ କଟକ ଏସସିବି ମେଡିକାଲକୁ ଚିକିତ୍ସା ପାଇଁ ଅଣାଯାଇଛି ।

ଗତକାଲି ବିଳମ୍ବିତ ରାତିରେ ଖୋର୍ଦ୍ଧା ଜେଲରୁ ଏସସିବି ଆଣି ଭର୍ତ୍ତି କରାଯାଇଛି । ସୂଚନାଯୋଗ୍ୟ, ଖୋର୍ଦ୍ଧା ଜିଲା ବୋଲଗଡ଼ ବ୍ଲକ କାଉଁରିପାଟଣା ବୁଥରେ ଇଭିଏମ ଭଙ୍ଗାଯିବା ଅଭିଯୋଗ ମାମଲାରେ ପ୍ରଶାନ୍ତ ଜଗଦ୍ଦେବଙ୍କୁ ଗିରଫ କରାଯାଇଛି। ଗିରଫ ପରେ ସ୍ବାସ୍ଥ୍ୟ ପରୀକ୍ଷା କରାଯାଇ ତାଙ୍କୁ ଖୋର୍ଦ୍ଧା ଜେଲକୁ ପଠାଯାଇଥିଲା।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା