Masthead

ଖପ୍ପା ହେଲେ ସୁଶାନ୍ତଙ୍କ ସମର୍ଥକ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ):  ମଳିଲାନି ମନ୍ତ୍ରିମଣ୍ଡଳରେ ବିଧାୟକ ସୁଶାନ୍ତ ସିଂଙ୍କୁ ସ୍ଥାନ । ଯାହାକୁ ନେଇ ଅସନ୍ତୁଷ୍ଟ ପ୍ରକାଶ କରିଛନ୍ତି ସୁଶାନ୍ତ । ଆଜି ଶପଥ ନେଇଛନ୍ତି ତିନି ମନ୍ତ୍ରୀ । ସେମାନଙ୍କ ଭିତରେ ପଶ୍ଚିମ ଓଡ଼ିଶାରୁ କେବଳ ଶାରଦା ନାୟକଙ୍କୁ ନିଆଯାଇଛି । ନବ ଦାସଙ୍କ ଦେହାନ୍ତ ପରେ ପଶ୍ଚିମ ଓଡ଼ିଶାରୁ ଗୋଟିଏ ମନ୍ତ୍ରୀ ପଦ ଖାଲି ଥିଲା। ସେହି ସ୍ଥାନରେ ମନ୍ତ୍ରୀପଦ ପାଇବା ପାଇଁ ଭଟଲି ବିଧାୟକ ସୁଶାନ୍ତ ସିଂ ଆଶାବାଦୀ ଥିଲେ। ତେବେ ତାଙ୍କୁ ମନ୍ତ୍ରୀପଦ ମିଳିନାହିଁ ।

ଏଥିରେ ସେ ଅସନ୍ତୁଷ୍ଟ ଥିବା କୁହାଯାଉଛି। ଏପରିକି ତାଙ୍କୁ ଆଜିର ଶପଥ ଗ୍ରହଣ ସମାରୋହରେ ଦେଖିବାକୁ ମିଳିନଥିଲା। ଏପରିକି ତାଙ୍କୁ ଆଜିର ଶପଥ ଗ୍ରହଣ ସମାରୋହରେ ଦେଖିବାକୁ ମିଳିନଥିଲା। ପଦ୍ମପୁର ଉପନିର୍ବାଚନରେ ବିଜେଡିର ବୃହତ ବିଜୟ ପରେ ସୁଶାନ୍ତଙ୍କୁ ପୁଣିଥରେ ମନ୍ତ୍ରିମଣ୍ଡଳରେ ନିଆଯିବ ବୋଲି ଚର୍ଚ୍ଚା ହେଉଥିଲା। ସେପଟେ ରେସରୁ ପଶ୍ଚିମ ଓଡିଶାର ହେବିୱେଟ ନେତା ସୁଶାନ୍ତ ସିଂ କଟିଲା ପରେ ବଲାଙ୍ଗିର, ବରଗଡ, ସମ୍ବଲପୁରରେ ସମର୍ଥକଙ୍କ ଅସନ୍ତୋଷ ଦେଖାଦେଇଛି । ଦଳରେ ନିଜେ ସୁରକ୍ଷିତ ନୁହନ୍ତି ସୁଶାନ୍ତ, ଆମେ କେମିତି ଆଶା କରିବୁ ବୋଲି ବରଗଡ ଜିଲ୍ଲା ବିଜେଡି ସଭାପତି କହିଛନ୍ତି । ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ