‘ମୋଦି ସରକାର ଦେଶବାସୀଙ୍କୁ ଅନ୍ଧାରରେ ରଖିଛନ୍ତି’

ନୂଆଦିଲ୍ଲୀ  (ବଡ଼ ଖବର ବ୍ୟୁରୋ): ୩ ବର୍ଷ ପୂର୍ବେ ଚାଇନା ସେନାଙ୍କ ଅନୁପ୍ରବେଶକୁ ରୋକିବା ପାଇଁ ଭାରତ-ଚୀନ ମଧ୍ୟରେ ହୋଇଥିଲା ସଙ୍ଘର୍ଷ । ଗଲଓ୍ବାନ ଘାଟିରେ ଅନେକେ ଭାରତୀୟ ଯବାନ ଶହୀଦ ହୋଇଥିଲେ। ଏଥିରେ ୨୦ ଭାରତୀୟ ଯବାନ ଶହୀଦ ହୋଇଥିଲେ। ଏହି ଘଟଣାକୁ ନେଇ ମୋଦି ସରକାରଙ୍କୁ ଟାର୍ଗେଟ କରିଛନ୍ତି ବିରୋଧୀ ଦଳ । କଂଗ୍ରେସ ସଭାପତି ମଲ୍ଲିକାର୍ଜୁନ ଖାର୍ଗେ କହିଛନ୍ତି ଯେ ଚଇନା ପ୍ରସଙ୍ଗରେ ସରକାର ଲୋକଙ୍କୁ ଅନ୍ଧକାରରେ ରଖିଛନ୍ତି।

ମଲ୍ଲିକାର୍ଜୁନ ଖଡଗେ ଟ୍ୱିଟ କରି ଲେଖିଛନ୍ତି ମୋଦିଙ୍କ ବିଫଳତା ହେତୁ ତିନି ବର୍ଷ ପୂର୍ବେ ଗଲଓ୍ବାନ ଘାଟିରେ ସର୍ବୋଚ୍ଚ ବଳିଦାନ ଦେଇଥିବା ୨୦ ସାହସୀ ସେନାଙ୍କୁ କୃତଜ୍ଞ ରାଷ୍ଟ୍ରରୁ ହୃଦୟରୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରାଯାଇଛି। ମୋଦି ସରକାରଙ୍କ ଅପାରଗତା ଯୋଗୁ ସେଠାରେ ଆଉ ପୂର୍ବ ସ୍ଥିତି ନାହିଁ। ସେ ଆହୁରି ମଧ୍ୟ ଲେଖିଛନ୍ତି, ଆମେ ସଂସଦରେ ଅନେକ ଥର ଏହି ପ୍ରସଙ୍ଗ ଉଠାଇବାକୁ ଚେଷ୍ଟା କରିଛୁ । କିନ୍ତୁ ମୋଦି ସରକାର ଦେଶବାସୀଙ୍କୁ ଅନ୍ଧକାରରେ ରଖିବାକୁ ଚାହୁଁଛନ୍ତି। ଏହା ଆମର ଜାତୀୟ ସୁରକ୍ଷା ଏବଂ ଦେଶର ଅଖଣ୍ଡତା ପାଇଁ ଏକ ଗଭୀର ଆଘାତ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ