Masthead

ମୋ ବସ କଣ୍ଡକ୍ଟରଙ୍କ ଦାଦାଗିରି

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): କଣ୍ଡକ୍ଟରଙ୍କ ଦାଦାଗିରି । ମୋ ବସରେ କାର୍ଯ୍ୟ କରୁଥିବା କଣ୍ଡକ୍ଟରଙ୍କ ନାଁରେ ଆସିଛି ଏଭଳି ଅଭିଯୋଗ । ରବିବାର ନନ୍ଦନକାନନ ଆସିଥିବା ୨୫ଜଣ ପର୍ଯ୍ୟଟକ ଫେରିବାକୁ ବସରେ ବସିଥିଲେ । ଟିକେଟ କରି ଦୁଇ ଘଣ୍ଟା ଅପେକ୍ଷା କରିଥିଲେ ସୁଦ୍ଧା ବସ ଛାଡ଼ି ନ ଥିଲା । କଣ୍ଡକ୍ଟରଙ୍କୁ ଯାତ୍ରୀମାନେ ପଚାରିବାକୁ ସେ ଅଶ୍ଳୀଳ ଭାଷାରେ ଗାଳି କରିଥିଲେ । ଟଙ୍କା ଫେରାଇବାକୁ ମଧ୍ୟ ମନା କରି ଦେଇଥିଲେ । ଶେଷରେ ବାଧ୍ୟ ହୋଇ ନନ୍ଦନକାନନ ପୋଲିସ ଘଟଣାରେ ହସ୍ତକ୍ଷେପ କରି ସମାଧାନ କରିଥିଲା । କଣ୍ଡକ୍ଟରଙ୍କୁ ପୋଲିସ ତାଗିଦ କରିବା ସହ ଯାତ୍ରୀଙ୍କ ଟଙ୍କା ଫେରସ୍ତ କରାଇଥିଲା । କଣ୍ଡକ୍ଟରଙ୍କ ଏଭଳି ଦାଦାଗିରିକୁ ସାଧାରଣରେ ନିନ୍ଦା କରାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ‘ଏବେ ପାକିସ୍ତାନ ଉପରେ ପ୍ରତିଶୋଧ ନେବୁ’ 🔴 ପାକିସ୍ତାନର ଏୟାରଷ୍ଟ୍ରାଇକ୍, ୪୦୦ ମୃତ 🔴 ୨୦ ତାରିଖ ଯାଏଁ କାଳବୈଶାଖୀ ବର୍ଷା 🔴 SCB ଅଗ୍ନିକାଣ୍ଡ, ୧୫ ଦିନରେ ରିପୋର୍ଟ ଦେବାକୁ ନିର୍ଦ୍ଦେଶ 🔴 ଏସସିବି ଟ୍ରମା କେୟାରରେ ଅଗ୍ନିକାଣ୍ଡ, ୧୦ ମୃତ 🔴 ପାରାଦୀପ ଛାଡିଲେ ବିଜେପି ବିଧାୟକ 🔴 ଆଜିଠୁ ରାଜ୍ୟରେ କାଳବୈଶାଖୀ ବର୍ଷା ! 🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ‘ଏବେ ପାକିସ୍ତାନ ଉପରେ ପ୍ରତିଶୋଧ ନେବୁ’ 🔴 ପାକିସ୍ତାନର ଏୟାରଷ୍ଟ୍ରାଇକ୍, ୪୦୦ ମୃତ 🔴 ୨୦ ତାରିଖ ଯାଏଁ କାଳବୈଶାଖୀ ବର୍ଷା 🔴 SCB ଅଗ୍ନିକାଣ୍ଡ, ୧୫ ଦିନରେ ରିପୋର୍ଟ ଦେବାକୁ ନିର୍ଦ୍ଦେଶ 🔴 ଏସସିବି ଟ୍ରମା କେୟାରରେ ଅଗ୍ନିକାଣ୍ଡ, ୧୦ ମୃତ 🔴 ପାରାଦୀପ ଛାଡିଲେ ବିଜେପି ବିଧାୟକ 🔴 ଆଜିଠୁ ରାଜ୍ୟରେ କାଳବୈଶାଖୀ ବର୍ଷା ! 🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର