Masthead

ଗାଁକୁ ଗାଁ ଗଡ଼ିବ ମୋ ବସ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଏଥର ଓଡ଼ିଶାର ପ୍ରତ୍ୟେକ ପଞ୍ଚାୟତକୁ ଚାଲିବ ମୋ ବସ । ଲକ୍ଷ୍ମୀ ସ୍କିମ ମାଧ୍ୟମରେ ଚାଲିବ ମୋ ବସ । ଗ୍ରାମାଞ୍ଚଳରେ ପରିବହନ ସୁବିଧା ଦେବା ଲକ୍ଷ ବୋଲି କହିଛନ୍ତି ପରିବହନ ସଚିବ ଉଷା ପାଢୀ । ସେ କହିଛନ୍ତି ବ୍ଲକରୁ ପ୍ରତି ପଞ୍ଚାୟତକୁ ଚାଲିବ ମୋ ବସ । ପ୍ରଥମ ପର୍ଯ୍ୟାୟରେ ପାଇଲଟ ପ୍ରୋଜେକ୍ଟ ଭାବେ ରାଜ୍ୟର ୬ ଟି ଜିଲ୍ଲା କୁ ହାତକୁ ନିଆଯାଇଛି । କୋରାପୁଟ, ନବରଙ୍ଗପୁର, ରାୟଗଡା, ମାଲକାନଗିରି,କଳାହାଣ୍ଡି ଓ ଗଜପତି ଜିଲ୍ଲାକୁ ପ୍ରଥମ ପର୍ଯ୍ୟାୟରେ ନିଆଯାଇଛି । ପରବର୍ତ୍ତୀ ଅବସ୍ଥାରେ ରାଜ୍ୟର ସମସ୍ତ ପଞ୍ଚାୟତକୁ ଚାଲିବ ମୋ ବସ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ