Masthead

ଗାଁକୁ ଗାଁ ଗଡ଼ିବ ମୋ ବସ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଏଥର ଓଡ଼ିଶାର ପ୍ରତ୍ୟେକ ପଞ୍ଚାୟତକୁ ଚାଲିବ ମୋ ବସ । ଲକ୍ଷ୍ମୀ ସ୍କିମ ମାଧ୍ୟମରେ ଚାଲିବ ମୋ ବସ । ଗ୍ରାମାଞ୍ଚଳରେ ପରିବହନ ସୁବିଧା ଦେବା ଲକ୍ଷ ବୋଲି କହିଛନ୍ତି ପରିବହନ ସଚିବ ଉଷା ପାଢୀ । ସେ କହିଛନ୍ତି ବ୍ଲକରୁ ପ୍ରତି ପଞ୍ଚାୟତକୁ ଚାଲିବ ମୋ ବସ । ପ୍ରଥମ ପର୍ଯ୍ୟାୟରେ ପାଇଲଟ ପ୍ରୋଜେକ୍ଟ ଭାବେ ରାଜ୍ୟର ୬ ଟି ଜିଲ୍ଲା କୁ ହାତକୁ ନିଆଯାଇଛି । କୋରାପୁଟ, ନବରଙ୍ଗପୁର, ରାୟଗଡା, ମାଲକାନଗିରି,କଳାହାଣ୍ଡି ଓ ଗଜପତି ଜିଲ୍ଲାକୁ ପ୍ରଥମ ପର୍ଯ୍ୟାୟରେ ନିଆଯାଇଛି । ପରବର୍ତ୍ତୀ ଅବସ୍ଥାରେ ରାଜ୍ୟର ସମସ୍ତ ପଞ୍ଚାୟତକୁ ଚାଲିବ ମୋ ବସ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଟେଲିଗ୍ରାମ ଉପରେ ସରକାରୀ ବ୍ୟାନ ବଜାୟ ରଖିଲେ ହାଇକୋର୍ଟ 🔴 ବାବୁଙ୍କ ଘରୁ ମିଳିଲାଣି ଅଧାକିଲୋ ସୁନା 🔴 ପୁଣି ରାଜନୀତିକୁ ନେଇ ମନ୍ତବ୍ୟ ଦେଲେ ପାଣ୍ଡିଆନ 🔴 ଆଜି ଆସୁଛନ୍ତି ରାଷ୍ଟ୍ରପତି 🔴 ସମ୍ବଲପୁରରେ ଶୀତଳଷଷ୍ଠୀର ଧୁମ୍ 🔴 ଆସନ୍ତାକାଲି ଓଡିଶା ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ 🔴 ଅନୁଗୁଳରେ ଡବଲ ଏନକାଉଣ୍ଟର 🔴 ଆସନ୍ତା ୨୨ ତାରିଖ ଯାଏଁ ପ୍ରବଳ ଛେଚିବ 🔴 ୪୦୨ରନ୍ ଭାରତକୁ ବିଜୟ ଦେଇପାରେ 🔴 ପାଠ୍ୟପୁସ୍ତକ ପ୍ରସ୍ତୁତି କର୍ତ୍ତା ଓଡ଼ିଶା ଓ ଓଡ଼ିଆ ବୁଝନ୍ତି ତ? 🔴 ଟେଲିଗ୍ରାମ ଉପରେ ସରକାରୀ ବ୍ୟାନ ବଜାୟ ରଖିଲେ ହାଇକୋର୍ଟ 🔴 ବାବୁଙ୍କ ଘରୁ ମିଳିଲାଣି ଅଧାକିଲୋ ସୁନା 🔴 ପୁଣି ରାଜନୀତିକୁ ନେଇ ମନ୍ତବ୍ୟ ଦେଲେ ପାଣ୍ଡିଆନ 🔴 ଆଜି ଆସୁଛନ୍ତି ରାଷ୍ଟ୍ରପତି 🔴 ସମ୍ବଲପୁରରେ ଶୀତଳଷଷ୍ଠୀର ଧୁମ୍ 🔴 ଆସନ୍ତାକାଲି ଓଡିଶା ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ 🔴 ଅନୁଗୁଳରେ ଡବଲ ଏନକାଉଣ୍ଟର 🔴 ଆସନ୍ତା ୨୨ ତାରିଖ ଯାଏଁ ପ୍ରବଳ ଛେଚିବ 🔴 ୪୦୨ରନ୍ ଭାରତକୁ ବିଜୟ ଦେଇପାରେ 🔴 ପାଠ୍ୟପୁସ୍ତକ ପ୍ରସ୍ତୁତି କର୍ତ୍ତା ଓଡ଼ିଶା ଓ ଓଡ଼ିଆ ବୁଝନ୍ତି ତ?