Masthead

ସାବଧାନ, ମୋବାଇଲ୍ ସ୍କ୍ରିନରେ କରୋନା

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଅଷ୍ଟ୍ରେଲିଆର ନ୍ୟାସନାଲ ସାଇନ୍ସ ଏଜେନ୍ସି ଅଧୀନରେ ଥିବା କମନ୍ ୱେଲଥ ସାଇଣ୍ଟିଫିକ୍ ଆଣ୍ଡ ଇଣ୍ଡଷ୍ଟ୍ରିଆ ରିସର୍ଚ୍ଚ ଅର୍ଗାନାଇଜେସନ୍ ବୈଜ୍ଞାନିକମାନେ ଗବେଷଣାରୁ ଜାଣିପାରିଛନ୍ତି ଯେ କରୋନା ଭୂତାଣୁ ସାର୍ସ-ସିଓଭି-୨ମୋବାଇଲ୍ ସ୍କ୍ରିନ୍, ବ୍ୟାଙ୍କ ନୋଟ୍, ଗ୍ଲାସ୍, ଇସ୍ପାତ ଭଳି ପୃଷ୍ଠ ଉପରେ ୨୮ଦିନ ପର୍ଯ୍ୟନ୍ତ ସକ୍ରିୟ ରହିଥାଏ । କାଗଜ ନୋଟ୍ ରେ ଏହି ଭୂତାଣୁ ଦୀର୍ଘଦିନ ସକ୍ରିୟ ରହିଥାନ୍ତି । ତେଣୁ ଏହିସବୁ ପୃଷ୍ଠକୁ ନିୟମିତ ବିଶୋଧନ କରାଯିବା ଦରକାର ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା 🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା