Masthead

ମତଦାନ କେନ୍ଦ୍ର ଭିତରକୁ ମୋବାଇଲ୍‌ ଫୋନ୍‌ ମନା: ସିଇଓ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ରାଜ୍ୟରେ ଆରମ୍ଭ ହୋଇଛି ତୃତୀୟ ପର୍ଯ୍ୟାୟ ମତଦାନ । ଭୋଟ ଦେବାପାଇଁ ଭୋଟରଙ୍କ ମଧ୍ୟରେ ଦେଖାଦେଇଛି ଉତ୍ସୁକତା । ସକାଳ ୭ଟାରୁ ସବୁ ବୁଥରେ ଭୋଟରଙ୍କ ପ୍ରବଳ ଗହଳି ଦେଖିବାକୁ ମିଳୁଛି । ଏହାରି ଭିତରେ ମତଦାନ କେନ୍ଦ୍ର ଭିତରକୁ ଭୋଟରଙ୍କୁ ମୋବାଇଲ ଫୋନ୍ ନେବାକୁ ବାରଣ କରାଯାଇଛି । ଉଭୟ ଭୋଟର ଓ ଅଧିକାରୀଙ୍କୁ ଅପିଲ କରିଛନ୍ତିି ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ