Masthead

ସମ୍ବଲପୁରରେ ଫେରୁଛି ପୂର୍ବ ସ୍ଥିତି, ସନ୍ଧ୍ୟା ସୁଦ୍ଧା ମିଳିବ ଇଣ୍ଟରନେଟ ସେବା

ସମ୍ବଲପୁର(ବଡ଼ ଖବର ବ୍ୟୁରୋ): ସମ୍ବଲପୁରରେ ସନ୍ଧ୍ୟା ସୁଦ୍ଧା ମିଳିବ ମୋବାଇଲ ଇଣ୍ଟରନେଟ୍ ସେବା । ଏନେଇ ସୂଚନା ଦେଇଛନ୍ତି ଜିଲ୍ଲାପାଳ ଅନନ୍ୟା ଦାସ । ସନ୍ଧ୍ୟା ୬ଟାରେ ମୋବାଇଲ ଇଣ୍ଟରନେଟ୍ ସେବା ଉପଲବ୍ଧ ହେବ । ୯ଦିନ ପରେ ଜିଲ୍ଲାରେ ଇଣ୍ଟରନେଟ୍ ସେବା ସ୍ୱାଭାବିକ ହେବ । ଏ ନେଇ ଜିଲ୍ଲାପାଳ ଅନନ୍ୟା ଦାସ ସୂଚନା ଦେଇଛନ୍ତି । ପୂର୍ବରୁ ବ୍ରଜବ୍ୟାଣ୍ଡ ଓ ଲିଜଲାଇନ୍ ସେବା ଉପଲବ୍ଧ ଅଛି । ତେବେ ଗତ ୧୩ ତାରିଖରୁ ଇଣ୍ଟନେଟ୍ ସେବା ବନ୍ଦ ଥିଲା ।

ଗତକାଲି ରାତିରେ ଜିଲ୍ଲା ପ୍ରଶାସନ ଆଉ ଦୁଇ ଘଣ୍ଟା କର୍ଫ୍ୟୁ କୋହଳ କରିଛି । ସକାଳ ପାଞ୍ଚ ଟା ରୁ ସନ୍ଧ୍ୟା ସାତଟା ପର୍ୟ୍ୟନ୍ତ କର୍ଫ୍ୟୁ କୋହଳ ହୋଇଛି । ଘଟଣାରେ ଅନେକ ଅପରାଧୀ ଏବେବି ଫେରାର ରହିଥିବାରୁ ପୋଲିସ ପାଇଁ ମୁଣ୍ଡବ୍ୟଥା ର କାରଣ ସାଜିଛି । ଇଦ ପର୍ବ ପାଇଁ ସାରା ସହର ପୋଲିସ ଛାଉଣୀ ରେ ଭର୍ତ୍ତି ହୋଇଛି । ପ୍ରଶାସନ ନିର୍ଦ୍ଧାରିତ କରିଥିବା ନୀତି ନିୟମ ଅନୁସାରେ ସମ୍ବଲପୁର ସହରରେ ପାଳନ କରାଯାଉଛି ଇଦ । 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା