Masthead

ବାଲେଶ୍ୱରରେ ସୁଧୁରିଛି ସ୍ଥିତି

ବାଲେଶ୍ୱର (ବଡ଼ ଖବର ବ୍ୟୁରୋ): ବାଲେଶ୍ୱର ପୌରାଞ୍ଚଳରେ ଆଜିଠୁ ଖୋଲିବ ସମସ୍ତ ଶିକ୍ଷାନୁଷ୍ଠାନ । ସମସ୍ତ ସ୍କୁଲ କଲେଜ ଓ ଅଙ୍ଗନୱାଡି କେନ୍ଦ୍ର ଖୋଲିବ । ମିଳିବ ଇଣ୍ଟରନେଟ୍ ସୁବିଧା । ଲ୍ୟାଣ୍ଡ ଲାଇନ୍ ଓ ବ୍ରଡବ୍ୟାଣ୍ଡରେ ସେବା ମିଳୁଥିବା ବେଳେ ଆଜିଠାରୁ ମୋବାଇଲରେ ଇଣ୍ଟରନେଟର ସୁବିଧା ମିଳିବ । ବାଲେଶ୍ୱର ସହରରେ କର୍ଫ୍ୟୁ କୋହଳ ନେଇ ଜାରି ହୋଇଛି ଗାଇଡ ଲାଇନ୍ । ଆଜି ସହଦେବଖୁଣ୍ଟା ଅଞ୍ଚଳରେ ସକାଳ ୫ଟାରୁ ରାତି ୯ ଯାଏଁ କର୍ଫ୍ୟୁ କୋହଳ କରାଯାଇଛି ।

ଟାଉନ ଥାନା ଅଞ୍ଚଳରେ ସକାଳ ୫ଟାରୁ ୨ଟା ଯାଏଁ କର୍ଫ୍ୟୁ କୋହଳ ରହିଛି । ସେହିଭଳି ଆଜିଠାରୁ ସହରାଞ୍ଚଳରେ ସବୁ ସ୍କୁଲ, କଲେଜ ଓ ଶିକ୍ଷାନୁଷ୍ଠାନ ଖୋଲିବ ।କେବଳ ଟାଉନ ଥାନା ଅଞ୍ଚଳରେ ସ୍କୁଲ ଓ କଲେଜ ୨ଟା ଯାଏଁ ଚାଲିବ । ମୋବାଇଲ ଇଣ୍ଟରନେଟ ଆଜି ଠାରୁ ଆସିବା ନେଇ ସୂଚନା ଦେଇଛନ୍ତି ଜିଲ୍ଲାପାଳ । ଗଣ୍ଡଗୋଳ ଘଟଣାରେ ବର୍ତ୍ତମାନ ସୁଦ୍ଧା ୮୯ ଜଣ ଗିରଫ ହୋଇଛନ୍ତି ଓ ୨୧ଟି ମାମଲା ରୁଜୁ ହୋଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି