Masthead

ଟିଣ ଭାଙ୍ଗି ଚୋରି

ମୁନିଗୁଡ଼ା (ବଡ଼ ଖବର ବ୍ୟୁରୋ): ରାୟଗଡ଼ା ଜିଲ୍ଲା ମୁନିଗୁଡ଼ା ହନୁମାନ ବଜାରରେ ଗତ ରାତିରେ ଗୋଟିଏ ମୋବାଇଲ ଦୋକାନରୁ ଉପର ଟିଣ ଭାଙ୍ଗି ପ୍ରାୟ ୫ ଲକ୍ଷ ଟଙ୍କାର ମୋବାଇଲ ଚୋରି ହୋଇଛି। ବିଭିନ୍ନ ନାମିଦାମୀ କମ୍ପାନୀର ମୋବାଇଲ୍ ଏହି ଦୋକାନରେ ବିକ୍ରି ହେଉଥିଲା । ସକାଳୁ ଖବର ପାଇ ମୁନିଗୁଡ଼ା ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ